• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ବାଲୁକାଶିଳ୍ପୀ ସୁଦର୍ଶନଙ୍କୁ ସମ୍ମାନଜନକ ଡ଼କ୍ଟରେଟ୍

May 2, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ବ୍ରହ୍ମପୁର, ମଇ ୨(ଓଡ଼ିଶା ଡ଼ଟ୍ କମ୍) ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ବୁଧବାର ସମ୍ମାନଜନକ ଡ଼କ୍ଟରେଟ ପ୍ରାଦାନ କରାଯାଇଛି ।

ବିଶ୍ୱବିଦ୍ୟାଳୟର ୧୭ ତମ ସମାବର୍ତନ ଉତ୍ସବରେ କୁଳାଧିପତି ତଥା ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ସୁଦର୍ଶନଙ୍କ ବ୍ୟତୀତ ଅନ୍ୟ ନଅ ଜଣଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।

ଅନ୍ୟମାନେ ହେଲେ ମୋହିନି ଗିରି, ଅରୁଣ ଜେଟ୍ଲୀ, ଜଷ୍ଟିସ ଦୀପକ ମିଶ୍ର, ଡ଼ା. ସୟ ଏସ୍ ହମି୍, ଇକ୍ବାଲ ଚଗଲା, ପିନାକି ମିଶ୍ର, ଚନ୍ଦ୍ରଭାନୁ ସତପଥୀ, ସୌମ୍ୟରଂଜନ ପଟ୍ଟନାୟକ ଏବଂ ସିଦ୍ଧାନ୍ତ ମହାପାତ୍ର ।

“ଏହି ସମ୍ମାନ ପାଇ ମୁଁ ଅତ୍ୟନ୍ତ ଖୁସି । ବାଲୁକା କଳା କ୍ଷେତ୍ରରେ ଦେଶପାଇଁ ସଫଳାତା ଆଣିବା ଦିଗରେ ସବୁବେଳେ ଚେଷ୍ଟା କରିବି” ସୁଦର୍ଶନ କହିଛନ୍ତି ।

୩୫ ବର୍ଷ ବୟସ୍କ ପଟ୍ଟନାୟକ ୫୦ରୁ ଉର୍ଦ୍ଧ୍ଵ ଅନ୍ତର୍ଜାତୀୟ ବାଲୁକା କଳା ଚମ୍ପିୟାନସିପ୍ ରେ ଅଂଶ ଗ୍ରହଣ କରି ଦେଶ ପାଇଁ ଅନେକ ପୁରସ୍କାର ହାସଲ କରିଛନ୍ତି ।

ଆୟୋଚିତ ସମାବର୍ତନ ଉତ୍ସବରେ ଯୋଜନା କମିଶନ ସଦସ୍ୟ ଡ଼ା. ସୟ ଏସ୍ ହମି୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ଡ଼କ୍ଟରେଟ୍, ବାଲୁକାଶିଳ୍ପୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version