Site icon Odisha.com

ଆକାଶ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ବାଲେଶ୍ୱର, ମଇ ୨୪(ଓଡ଼ିଶା ଡ଼ଟ୍ କମ୍) ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷଣ ଘାଟୀରୁ ଗୁରୁବାର ଭୂପୃଷ୍ଠରୁ ଆକାଶ ମାର୍ଗକୁ ନିକ୍ଷେପ କରାଯାଇ ପାରୁଥିବା “”ଆକାଶ”” କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି ।

୭୦୦ କିଗ୍ରା ଓଜନ ବିଶିଷ୍ଟ ଏହି କ୍ଷେପଣାସ୍ତ୍ର ୬୦ କିଗ୍ରା ଯୁଦ୍ଧାସ୍ତ୍ର ବହନ କରିବା ସହ ୨୭ କିମି ପର୍ଯ୍ୟନ୍ତ ଲକ୍ଷଭେଦର କ୍ଷମତା ରହିଛି ।

ଓଡ଼ିଶା ଡ଼ଟ୍ କମ୍

Exit mobile version