• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ଆକ୍ରମଣ ଘଟଣାକୁ ନିନ୍ଦା

June 25, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜୁନ୍ ୨୫(ଓଡ଼ିଶା ଡ଼ଟ୍ କମ୍) ବରଗଡ଼ ଜିଲ୍ଲାରେ ଜଣେ ସରକାରୀ ଡ଼ାକ୍ତର ଓ ତାଙ୍କର ପରିବାର ସସ୍ୟ ଚାରି ଜଣ ଗଣମାଧ୍ୟମ ପ୍ରତିନିଧିଙ୍କୁ କରିଥିବା ଆକ୍ରମଣ ଘଟଣାକୁ ମେଡ଼ିଆ ୟୁନିଟି ଫର୍ ଫ୍ରିଡ଼ମ ଅଫ୍ ପ୍ରେସ(ଏମ୍ୟୁଏଫ୍ ପି) ୃଢ ନିନ୍ଦା କରିଛି ।

ଗତ ୧୯ ତାରିଖରେ କାମୟାବ ଟିଭିର ବୈମକେଶ କର, ନକ୍ଷତ୍ର ଟିଭିର ରାଜେଶ ସରାଫ, ଏସ୍ ଟିଭିର ବ୍ରି ପ୍ରସା ସାହୁ ଏବଂ ୈନିକ କୋଶଲ ଟାଇମ୍ସର ସଞ୍ଜୀବ ମହାପାତ୍ର ଜଣେ ଗରିବ ରୋଗୀଙ୍କ ଚିକିସôା ପାଇଁ ଡ଼ାକ୍ତର ପ୍ରଫୁଲ୍ଲ ମହାପାତ୍ରଙ୍କ ନିକଟକୁ ଯାଇଥିବା ବେଳେ ସେ ଆକ୍ରମଣ କରିଥିବା ସେମାନେ ଅଭିଯୋଗ କରିଥିଲେ ।

ଏମ୍ୟୁଏଫ୍ପି ଏହି ଘଟଣାକୁ ନିନ୍ଦା କରିବଥିବା ବେଳେ ବରଗଡ଼ ସାମ୍ବାିକ ସଂଘ ସଂପୃକ୍ତ ଡ଼ାକ୍ତରଙ୍କୁ ଗିରଫ କରି ତାଙ୍କ ବିରୁଦ୍ଧରେ ୃଢ କାର୍ଯ୍ୟାନୁଷ୍ଠାନ ପାଇଁ ।ବି କରିଛି ।

ସଂପୃକ୍ତ ଡ଼ାକ୍ତର ଏବଂ ତାଙ୍କ ପରିବାର ଲୋକଙ୍କ ବିରୁଦ୍ଧରେ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ବର୍ତମାନ ପର୍ଯ୍ୟନ୍ତ ସେମାନଙ୍କୁ ଗିରଫ କରିନାହିଁ । ଏହାବ୍ୟତୀତ ସାମ୍ବାିକ ସଂଘର କର୍ମକର୍ତାମାନେ ଶୁକ୍ରବାର ଜିଲ୍ଲାପାଳଙ୍କୁ ସାକ୍ଷାତ କରି ୁର୍ବ୍ୟବହାର କରିଥିବା ଡ଼ାକ୍ତରଙ୍କ ଗିରଫ ।ବି କରିଛନ୍ତି ।

ତେବେ ବିଳମ୍ବ ନକରି ଜିଲ୍ଲା ପ୍ରଶାସନ ଏବଂ ରାଜ୍ୟ ସରକାର ସଂପୃକ୍ତ ଡ଼ାକ୍ତର ଓ ତାଙ୍କ ପରିବାର ସସ୍ୟଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏମ୍ୟୁଏଫ୍ପି ।ବି କରିଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version