• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ତୈଳ ବିଶୋଧନାଗାରରେ ସୁରକ୍ଷାକର୍ମୀ-ଶ୍ରମିକ ସଂଘର୍ଷ

June 30, 2012 by admin

ଓଡ଼ିଶା ଡ଼ଟ୍ କମ୍ : ଅମରନାଥ ପରିଡ଼ା

ଜଗତସିଂହପୁର, ଜୁନ୍ ୩୦(ଓଡ଼ିଶା ଡ଼ଟ୍ କମ୍) ପାରାଦ୍ଵୀପ ସ୍ଥିତ ଇଣ୍ଡିଆନ ଅଏଲ କର୍ପୋରେସନ୍ ତୈଳ ବିଶୋଧନାଗାରରେ ଶନିବାର ସିଆଇଏସ୍ଏଫ୍ ସୁରକ୍ଷା କର୍ମୀ ଏବଂ ଶ୍ରମିକଙ୍କ ମଧ୍ୟରେ ସଂଘର୍ଷ ହୋଇଥିବା ବେଳେ ଏଥିରେ କେତେକ ଶ୍ରମିକ ଆହତ ହୋଇଛନ୍ତି ।

ଆକ୍ରମଣକାରୀ ସୁରକ୍ଷା କର୍ମୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ଶ୍ରମିକମାନେ ବିଶୋଧନାଗାର ମୁଖ୍ୟ ଫାଟକରେ ତାଲା ପକାଇ ଦେବା ସହ ସେଠାରେ ଭଙ୍ଗାରୁଜା କରିଛନ୍ତି ।

ବିଶୋଧନାଗାରକୁ କୌଣସି ଶ୍ରମିକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିବା ବେଳେ ତ୍ରିଲୋଚନପୁର ଗ୍ରାମର ଜୟଦେବ ନାୟକ ମିଥ୍ୟା ପ୍ରମାଣପତ୍ର ଦେଖାଇ ଭିତରକୁ ପ୍ରବେଶ କରୁଥିବା ବେଳେ ସୁରକ୍ଷାକର୍ମୀ ତାଙ୍କୁ ପ୍ରବେଶ କରାଇ ଦେଇନଥିଲେ ।

ପରେ ସଂପୃକ୍ତ ଶ୍ରମିକଙ୍କୁ ସୁରକ୍ଷାକର୍ମୀମାନେ ଆକ୍ରମଣ କରିଥିଲେ ଏବଂ ସେ ଆହତ ହୋଇଥିବା ଅଭିଯୋଗ ହୋଇଛି । ଫଳରେ ଶତାଧିକ ଶ୍ରମିକ ସେଠାରେ ପହଞ୍ଚି ଆସିଷ୍ଟାଣ୍ଟ କମାଣ୍ଡେଣ୍ଟଙ୍କ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିବା ସହ ସେଠାରେ ଧାରଣା ଦେଇଥିଲେ ।

ପରେ ଶ୍ରମିକମାନେ ଏଣିକି ବଳପୂର୍ବକ ବିଶୋଧନାଗାରରେ ପ୍ରବେଶ କରିବେ ନାହିଁ ବୋଲି ପ୍ରତିଶୃତି ଦେଇଥିଲେ ଏବଂ ଆନ୍ଦୋଳନ ପ୍ରତ୍ୟାହାର ହୋଇଥିଲା ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ତୈଳ ବିଶୋଧନାଗାର, ପାରାଦ୍ଵୀପ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version