• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପାରାଦ୍ଵୀପ: ତୈଳ ବିଶୋଧନାଗାରରେ ଗୁଳିକାଣ୍ଡ, ଆଠ ଆହତ

July 2, 2012 by admin

ଓଡ଼ିଶା ଡ଼ଟ୍ କମ୍ : ଅମରନାଥ ପରିଡ଼ା

ପାରାୀପ, ଜୁଲାଇ ୨(ଓଡ଼ିଶା ଡ଼ଟ୍ କମ୍) ପାରାଦ୍ଵୀପ ସ୍ଥିତ ଭାରତୀୟ ତୈଳ ନିଗମର ବିଶୋଧନାଗାରରେ ସୋମବାର ସୁରକ୍ଷା କର୍ମୀଙ୍କ ଗୁଳି ମାଡ଼ରେ କେତେକ ଶ୍ରମିକଙ୍କ ସମେତ ଆଠ ଜଣ ଆହତ ହୋଇଛନ୍ତି ।

ଆହତଙ୍କ ମଧ୍ୟରୁ ସାତ ଜଣଙ୍କୁ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଚାରି ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

କେତେକ ଶ୍ରମିକ ବିନା ଗେଟ୍ ପାସ୍ ରେ ବଳପୂର୍ବକ ବିଶୋଧନାଗାରର ଚାରି ନମ୍ବର ଫାଟକ ଦେଇ ଭିତରକୁ ଯିବାକୁ ଚେଷ୍ଟା କରିଥିବା ବେଳେ ସେଠାରେ ମୁତୟନ ଥିବା ଶିଳ୍ପ ସୁରକ୍ଷା ବାହୀନୀ ଯବାନଙ୍କ ସହ ସେମାନଙ୍କର ବଚସା ହୋଇଥିଲା ।

ଏହି ଘଟଣାକୁ ନେଇ ସୁରକ୍ଷା କର୍ମୀମାନେ ଶ୍ରମିକଙ୍କ ଉପରକୁ ଗୁଳିମାଡ଼ କରିଥିବା ଅଭିଯୋଗ ହୋଇଛି । ଘଟଣା ସଂପର୍କରେ ଜଣାପଡ଼ିବା ପରେ ଅନ୍ୟ ଶ୍ରମିକମାନେ ସେଠାରେ ପହଞ୍ଚି ସିଆଇଏସ୍ଏଫ୍ ନିୟନ୍ତ୍ରଣ କକ୍ଷରେ ଭଙ୍ଗାରଜୁ କରିଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ତୈଳ ବିଶୋଧନାଗାର, ପାରାଦ୍ଵୀପ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version