• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ବିପିଏଲ୍ ପରିବାର ଦଶମ ଶ୍ରେଣୀ ଛାତ୍ରଙ୍କୁ ମାଗଣା ସାଇକେଲ

July 31, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅଗଷ୍ଟ ୧(ଓଡ଼ିଶା ଡ଼ଟ୍ କମ୍) ଦଶମ ଶ୍ରେଣୀରେ ପଢ଼ୁଥିବା ରାଜ୍ୟର ସମସ୍ତ ବିିପିଏଲ୍ ପରିବାରର ଛାତ୍ରମାନଙ୍କୁ ମାଗଣାରେ ସାଇକେଲ ଯୋଗାଇବୋ ପାଇଁ ରାଜ୍ୟ ସରକାର ନିଷ୍ପତି ଗ୍ରହଣ କରିଛନ୍ତି ।

ଦଶମ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀମାନଙ୍କୁ ସାଇକେଲ ଯୋଗାଣର ସଫଳତାରୁ ଉତ୍ସାହ ପାଇ ଏହି ଯୋଜନାକୁ ଦଶମ ପଢ଼ୁଥିବା ସମସ୍ତ ବିିପିଏଲ୍ ପରିବାରର ଛାତ୍ର ମାନଙ୍କୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ଯୋଜନା ଦ୍ୱାରା ରାଜ୍ୟର ବିପିଏଲ୍ ପରିବାରର ୧ଲକ୍ଷ ୬୦ ହଜାର ଛାତ୍ର ଉପକୃତ ହେବେ ବୋଲି କୁହାଯାଇଛି । ସାଇକେଲ ଯୋଜନାରେ ଦଶମରେ ପଢ଼ୁଥିବା ରାଜ୍ୟର ସମସ୍ତ ଛାତ୍ରୀ ଓ ଅନୁସୂଚିତ ଅଞ୍ଚଳରେ ରହୁଥିବା ଅନୁସୂଚିତ ଜାତି ଓ ଉପଜାତିର ଛାତ୍ରମାନଙ୍କୁ ପୂର୍ବରୁ ସରକାର ମାଗଣାରେ ସାଇକେଲ ଯୋଗାଇ ଦେଇଛନ୍ତି ।

ବର୍ତମାନ ଏହି ଯୋଜନାରେ ରାଜ୍ୟର ବିିପିଏଲ୍ ପରିବାରର ଦଶମ ଛାତ୍ରଙ୍କୁ ସାମିଲ କରାଯିବା ଦ୍ୱାରାରାଜ୍ୟର ସାଢ଼େ ଚାରି ଲକ୍ଷ ଛାତ୍ରଛାତ୍ରୀ ଉପକୃତ ହେବେ ବୋଲି କୁହାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ବିପିଏଲ୍, ମାଗଣା ସାଇକେଲ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version