• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଗ୍ରାମବାସୀଙ୍କ ଆକ୍ରମଣ ପରେ ନିଖୋଜ ଏଏସ୍ଆଇଙ୍କ ମୃତଦେହ ଉଦ୍ଧାର

August 12, 2012 by admin Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ରାଉରକେଲା, ଅଗଷ୍ଟ ୧୨(ଓଡ଼ିଶା ଡ଼ଟ୍ କମ୍) ରାଜଗାଙ୍ଗପୁର ଥାନା ଅନ୍ତର୍ଗତ ଦୁଡ଼ୁକାବାହାଲ ଗ୍ରାମକୁ ଜଣେ ୱାରେଣ୍ଟିକୁ ଧରିବାକୁ ଯାଇଥିବା ବେଳେ ଗ୍ରାମବାସୀଙ୍କ ଆକ୍ରମଣ ପରେ ନିଖୋଜ ହୋଇଯାଇଥିବା ଏଏସ୍ଆଇଙ୍କ ମୃତଦେହ ରବିବାର ଉଦ୍ଧାର କରାଯାଇଛି ।

ଓଡ଼୍ରାଫ୍ ଟିମ୍ ଦୁଡ଼ୁକାବାହାଲ ଗ୍ରାମ ନିକଟରୁ ଲାଞ୍ଜିବେର୍ଣ୍ଣା ଫାଣ୍ଡି ଏଏସ୍ଆଇ ନବୀନ ପଟେଲଙ୍କ ଶବ ଏବଂ ପୋଲିସ ଜିପ୍ ଉଦ୍ଧାର କରିଥିବା ଜଣେ ଅଧିକାରୀ କହିଛନ୍ତି ।

ଶନିବାର ରାତି ପ୍ରାୟ ଆଠଟା ବେଳେ ପୋଲିସ ଦଳ ଉକ୍ତ ଗ୍ରାମରେ ପହଞ୍ଚି ସଂପୃକ୍ତ ୱାରେଣ୍ଟିକୁ ଗିରଫ କରି ଆଣୁଥିବା ବେଳେ ଗ୍ରାମବାସୀମାନେ ପୋଲିସକୁ ସଂଘବଦ୍ଧ ଭାବେ ଆକ୍ରମଣ କରିବା ସହ ପଟେଲ ଓ ପୋଲିସ ଜିପ୍କୁ କେନାଲକୁ ଠେଲି ଦେଇଥିଲେ ।

ଗ୍ରାମବାସୀଙ୍କ ଆକ୍ରମଣରେ ଚାରି ଜଣ ଆହତ ହୋଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଏଏସ୍ଆଇ, ରାଜଗାଙ୍ଗପୁର

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version