• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଭୁବନେଶ୍ୱରରେ ହେବ ଆନ୍ତର୍ଜାତିକ ଧାନ ଗବେଷଣା କେନ୍ଦ୍ର

September 8, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ସେପ୍ଟେମ୍ବର ୮(ଓଡ଼ିଶା ଡ଼ଟ୍ କମ୍)-ଭୁବନେଶ୍ୱରଠାରେ ଗବେଷଣା ଓ ବିପଣନ କେନ୍ଦ୍ର ସ୍ଥାପନ କରିବ ଫିଲିପାଇନ୍ସର ମାନିଲାସ୍ଥ ଆନ୍ତର୍ଜତିକ ଧାନ ଗବେଷଣା କେନ୍ଦ୍ର ।

କଟକସ୍ଥ କେନ୍ଦ୍ରୀୟ ଧାନ ଗବେଷଣା କେନ୍ଦ୍ର ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଏଥିପାଇଁ ସମସ୍ତ ବୈଷୟିକ ସହାୟତା ଯୋଗାଇ ଦେବେ ।

ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ଅବସରରେ ଆନ୍ତର୍ଜତିକ ଧାନ ଗବେଷଣା କେନ୍ଦ୍ର(ଆଇଆରଆରଆଇ)ର ମହାନିର୍ଦ୍ଦେଶକ ରବର୍ଟ ଜିଗଲର ଏହି ନିଷ୍ପତି ଗ୍ରହଣ କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version