• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଡ.ହୃଷିକେଶ ପଣ୍ଡା ପାଇଲେ ଶାରଳା ପୁରସ୍କାର

October 27, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଅକ୍ଟେବର ୨୭(ଓଡ଼ିଶା ଡ଼ଟ୍ କମ୍) –ଡ.ହୃଷିକେଶ ପଣ୍ଡାଙ୍କୁ ତାଙ୍କର ‘ଗର୍ବ କରିବାର କଥା’ ଉପନ୍ୟାସ ପାଇଁ ଚଳିତ ବର୍ଷର ଶାରଳା ପୁରସ୍କାର ପ୍ରଦାନ କରାଯାଇଛି ।

ଶୁକ୍ରବାର ଦିନ ସ୍ଥାନୀୟ ଜୟଦେବ ଭବନରେ ଇଂପାକ୍ଟ ପକ୍ଷରୁ ଅନୁଷ୍ଠିତ ୩୩ତମ ଶାରଳା ପୁରସ୍କାର ପ୍ରଦାନ ସମାରୋହରେ ତାଙ୍କୁ ତାମ୍ରଫଳକ,ମାନପତ୍ର,ଉପନ୍ୟାସ ଓ ୨.୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି ।

ସେହିପରି ମର୍ଦ୍ଧଳ ବାଦକ ବନମାଳି ମହାରଣା,ସମାଜସେବୀ ପଦ୍ମରରଣ ନାୟକଙ୍କୁ ଉପାୟନ,ତାମ୍ରଫଳକ ଓ ୫୧ହଜାର ଟଙ୍କା ପ୍ରଦାନ କରାଯାଇଥିଲା ।

ଏହି ଉତ୍ସବରେ କେଂଦ୍ରୀୟ ସାହିତ୍ୟ ଏକାଡେମି ପୁରସ୍କାରପ୍ରାପ୍ତ ସାହିତ୍ୟିକ ବିଶ୍ୱନାଥ ତିୱାରୀ ମୁଖ୍ୟ ଅତିଥିରୂପେ ଯୋଗଦେଇଥିବା ବେଳେ ଇଂପାକ୍ଟର ସଭାପତି ଡ.ବଂଶୀଧର ପଣ୍ଡା,କାର୍ଯ୍ୟକାରୀ ସଭାପତି ପ୍ରଫେସର ଶାନ୍ତନୁ ଆଚାର୍ଯ୍ୟ,ସଂପାଦକ ପ୍ରଫେସର ରାଜକିଶୋର ମିଶ୍ର ପ୍ରମୁଖ ଉପସ୍ଥିତ ରହି ନିଜନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।

ଶାରଳା ଉପଦେଷ୍ଟା ବୋର୍ଡର ସଭ୍ୟ ପଦ୍ମଶ୍ରୀ ଶୀନିବାସ ଉଦ୍ଗତା ପ୍ରାରମ୍ଭିକ ଭାଷଣ ପ୍ରଦାନ କରିଥିଲେ । ଡ.ଆଦିକାନ୍ତ ସାହୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଡ.ଇତିଶ୍ରୀ ଦେବୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର, ସାହିତ୍ୟ Tagged With: ଜୟଦେବ ଭବନ, ଡଃ.ହୃଷିକେଶ ପଣ୍ଡା, ଶାରଳା ପୁରସ୍କାର

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version