• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପାରାଦୀପରେ ଦୁଇଦିନିଆ ସମରଭ୍ୟାସ

November 6, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ପାରାଦୀପ,ନଭେମ୍ବର ୬(ଓଡ଼ିଶା ଡ଼ଟ୍ କମ୍) -ପାରାଦୀପ ଉପକୂଳରେ ଚାଲିଛି ଦୁଇ ଦିନିଆ ମିଳିତ ସମରଭ୍ୟାସ ‘ହମଲା’ । ଏଥିରେ ଭାରତୀୟ ନୈାସେନା,ତଟରକ୍ଷୀ ବାହିନୀ ଓ ଓଡିଶା ପୋଲିସ ଭାଗ ନେଇଛନ୍ତି ।

ଏଥର ପଡୋଶୀ ପଶ୍ଚିମବଙ୍ଗକୁ ବାଦ ଦିଆଯାଇ କେବଳ ଓଡିଶା ଉପକୂଳରେ ସମରଭ୍ୟାସ କରାଯାଉଛି । ଏଥର ପ୍ରଥମକରି ଓଡିଶା ପୋଲିସର ମହିଳା କର୍ମଚାରୀଙ୍କୁ ସାମିଲ କରାଯାଇଛି ।

ଜଗତସିଂପୁର ଆରକ୍ଷୀ ଅଧିକ୍ଷକ ସତ୍ୟବ୍ରତ ଭୋଇ କହିଛନ୍ତି ଏହି ସମରଭ୍ୟାସ ନିତାନ୍ତ ଦରକାର । ଜଳପଥରେ ସନ୍ତ୍ରାସବାଦୀମାନେ ଆକ୍ରମଣକଲେ ତାହାର କିପରି ମୁକାବିଲା କରାଯାଇ ପାରିବ ଏହି ସମରଭ୍ୟାସରେ ଶିକ୍ଷା ଦିଆଯାଉଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: ଜଗତସିଂପୁର, ପାରାଦୀପ, ସନ୍ତ୍ରାସବାଦୀ, ସମରଭ୍ୟାସ

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version