• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପାରାଦୀପ: ଇନଷ୍ଟିଚ୍ୟୁଟରେ ପୋଲିସ ଚଢଉ

November 17, 2012 by ଓଡିଶା ଡଟ କମ Leave a Comment

ଓଡିଶା ଡଟ୍ କମ୍ ସମ୍ବାଦଦାତା

ପାରାଦୀପ,ନଭେମ୍ବର ୧୭(ଓଡ଼ିଶା ଡ଼ଟ୍ କମ୍)-ପାରାଦ୍ୱୀପ ବଡ ପିଡଆରେ ଥିବା ଶାରଳା କମର୍ସିଆଲ ଇନଷ୍ଟିଚ୍ୟୁଟରେ ପୋଲିସ ଚଢଉ କରିଛି । ଇନଷ୍ଟିଚ୍ୟୁଟରେ ବିଭିନ୍ନ ପ୍ରକାର ନକଲି ରବର ଷ୍ଟାମ୍ପ ତିଆରି ହେଉଥିଲା ।

ଏହି ଚଢଉବେଳେ ବିଭିନ୍ନ ପ୍ରକାର ନକଲି ସାର୍ଟିପିକେଟ, ନକଲି କାର୍ଡ, ପରିଚୟ ପତ୍ର ଏବଂ ଏଗୁଡିକ ତିଆରିରେ ବ୍ୟବହୃତ କମ୍ପ୍ୟୁଟର, ସ୍କାନର ପ୍ରଭୃତି ଜବତ ହୋଇଛି । ଏହି ଇନଷ୍ଟିଚ୍ୟୁଟର ମାଲିକ ବିଶ୍ୱ ରଂଜନ ପାତ୍ରଙ୍କ ସମେତ ଜଣେ କର୍ମଚାରୀକୁ ପୋଲିସ ଅଟକ ରଖି ପଚରା ଉଚରା ଚାଲିଛି ।

ଏଥିସହିତ ବିଭିନ୍ନ ପ୍ରକାର ସାର୍ଟିପିକେଟକୁ ଅବିକଳ ନକଲ କରାଯାଉଥିଲା । ଚଢାଉରେ ଓଡିଶା ସରକାରଙ୍କ ବିଭିନ୍ନ ବିଭାଗର ରବର ଷ୍ଟାମ୍ପ ମଧ୍ୟ ଜବତ କରାଯାଇଛି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: ନକଲି ସାର୍ଟିପିକେଟ, ପାରାଦୀପ, ପୋଲିସ, ଶାରଳା କମର୍ସିଆଲ ଇନଷ୍ଟିଚ୍ୟୁଟ

About ଓଡିଶା ଡଟ କମ

Reader Interactions

Leave a Reply Cancel reply

Your email address will not be published. Required fields are marked *

This site uses Akismet to reduce spam. Learn how your comment data is processed.

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ

Go to mobile version