• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ରାଜନୀତି

ପତ୍ନୀଙ୍କ ପାଇଁ ନିର୍ବାଚନ ପ୍ରଚାର କରି ଶିକ୍ଷକ ନିଲମ୍ବିତ

January 30, 2012 by admin

ଓଡ଼ିଶା ଡ଼ଟ୍ କମ୍ : ଆଶିଷ ସେନାପତି

କେନ୍ଦ୍ରାପଡ଼ା, ଜାନୁୟାରୀ ୩୦(ଓଡ଼ିଶା ଡ଼ଟ୍ କମ୍) ନିର୍ବାଚନରେ ପ୍ରତିଦ୍ଵନ୍ଦିତା କରୁଥିବା ପତ୍ନୀଙ୍କ ସପକ୍ଷରେ ପ୍ରଚାର କରିବା ଅଭିଯୋଗରେ କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ଶିକ୍ଷକଙ୍କୁ ଜିଲ୍ଲାପାଳ ସୋମବାର ନିଲମ୍ବିତ କରିଛନ୍ତି ।

ରାଜନଗର ବ୍ଲକ ଅର୍ନ୍ତଗତ ରଙ୍ଗଣି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଦୀପକ କୁମାର ଜେନା ପତ୍ନୀ ମମତା ରାଣି ଜେନାଙ୍କ ପାଇଁ ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ ପରେ ତାଙ୍କୁ ନିଲମ୍ବିତ କରାଯାଇଥିବା ଜିଲ୍ଲାପାଳ ପି.କେ.ପଟ୍ଟନାୟକ କହିଛନ୍ତି ।

ମମତା ପଞ୍ଚାୟତ ସମିତି ସଭ୍ୟ ଭାବେ ନିର୍ବାଚନ ଲଢୁଛନ୍ତି ।

ନିକଟରେ ଦୀପକ ଏକ ନିର୍ବାଚନୀ ସଭାରେ ପତ୍ନୀଙ୍କ ସପକ୍ଷରେ ପ୍ରଚାର କରୁଥିବା ଫଟୋ କେତେକ ଗ୍ରାମବାସୀ ଦେଖାଇଥିଲେ । ଏହାପରେ ତଦନ୍ତ କରିବାକୁ ଉପଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା ଏବଂ ତାଙ୍କଠାରୁ ରିପୋର୍ଟ ମିଳିବା ପରେ ଦୀପକଙ୍କୁ ନିଲମ୍ବିତ କରାଯାଇଛି ବୋଲି ସେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର, ରାଜନୀତି Tagged With: ନିର୍ବାଚନ, ନିଲମ୍ବିତ

  • « Go to Previous Page
  • Page 1
  • Interim pages omitted …
  • Page 23
  • Page 24
  • Page 25

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ