• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଅଭୟାରଣ୍ୟ

ଭିତରକନିକା ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ

January 13, 2013 by ଓଡିଶା ଡଟ କମ Leave a Comment

ଓଡିଶା ଡଟ୍ କମ୍ ସମ୍ବାଦଦାତା

କେନ୍ଦ୍ରାପଡା, ଜାନୁଆରୀ ୧୩(ଓଡିଶା ଡଟ୍ କମ୍)-ମଦ୍ୟପ ଯୁବକ ଗଣ୍ଡଗୋଳ କରି ବନକର୍ମଚାରୀଙ୍କୁ ମାଡ଼ ମାରିଥିବା ହେତୁ ଡାଙ୍ଗମାଳ ଅଞ୍ଚଳରେ ଉତ୍ତେଜନା ଲାଗିରହିଛି । ଏଥିପାଇଁ ବାଧ୍ୟହୋଇ ଭିତରକନିକା ଅଭୟାରଣ୍ୟକୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି ବୋଲି ବନଖଣ୍ଡ ଅଧିକାରୀ ମନୋଜ ମହାପାତ୍ର ସୂଚନା ଦେଇଛନ୍ତି ।

Bhitarkanika

ସେ କହିଛନ୍ତି ପରିସ୍ଥିତି ସୁଧୁରିଲେ ପର୍ଯ୍ୟଟକଙ୍କ ପାଇଁ ପୁଣି ଭିତରକନିକା ଖୋଲା ରହିବ । ସୂଚନା ଯୋଗ୍ୟ ଯେ,ବିଶ୍ୱପ୍ରସିଦ୍ଧ ଭିତରକନିକା ଅଭୟାରଣ୍ୟ ପର୍ଯ୍ୟଟନ କ୍ଷେତ୍ରରେ ବିଶ୍ୱରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିଛି ।

ମାତ୍ର ତିନିଦିନ ହେଲା ଶହ ଶହ ପର୍ଯ୍ୟଟକ ଭିତରକନିକା ବନ୍ଦ ହେବା ଜାଣିନପାରି ନିରାଶରେ ଫେରୁଛନ୍ତି । ଫେରୁଥିବାରୁ ସେମାନଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ଶହଶହ ପର୍ଯ୍ୟଟକ ଏଠାକୁ ଦୈନିକ ଆସୁଥିବାବେଳେ ୯ ତାରିଖ ରାତ୍ରିରେ କିଛି ମଦ୍ୟପ ଯୁବକ ଗଣ୍ଡଗୋଳ କରିବା ସହ ବନକର୍ମଚାରୀଙ୍କୁ ମାଡ଼ ମାରିଥିଲେ ।

ଫଳରେ ବନ ବିଭାଗ ଭିତରକନିକାକୁ ଅନିର୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରଖିଛନ୍ତି । ଗଣ୍ଡଗୋଳ କରିଥିବା ଯୁବକଙ୍କୁ କୋର୍ଟଚାଲାଣ କରାଯାଇଥିବାବେଳେ ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ପ୍ରବଳ ଉତ୍ତେଜନା ଲାଗି ରହିଛି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: ଅଭୟାରଣ୍ୟ, ଗଣ୍ଡଗୋଳ, ପର୍ଯ୍ୟଟକ, ଭିତରକନିକା

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ