• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଆତ୍ମହୁତି

ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ସମ୍ମୁଖରେ ଆତ୍ମହୁତି ଉଦ୍ୟମ

May 26, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ବ୍ରହ୍ମପୁର, ମଇ ୨୬(ଓଡ଼ିଶା ଡ଼ଟ୍ କମ୍) ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ଗଞ୍ଜାମ ଜିଲ୍ଲା ହିଂଜିଳିକାଟୁ ଅଂଚଳର ଜଣେ ବ୍ୟକ୍ତି ଶନିବାର ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ସମ୍ମୁଖରେ ଦେହରେ ନିଆଁ ଲଗାଇ ଆତ୍ମହୁତି ଉଦ୍ୟମ କରିଛନ୍ତି ।

ହିଂଜିଳିକାଟୁ ନିର୍ବାଚନମଣ୍ଡଳୀ ବେଲଗାଁର ୪୫ ବର୍ଷ ବୟସ୍କ ସୁରେଶ ସାହୁ ଦେହରେ ପେଟ୍ରୋଲ ଢାଳି ନିଅାଁ ଲଗାଇ ଆତ୍ମହୁତି ଉଦ୍ୟମ କରିବା ପରେ ପୋଲିସ ତାଙ୍କୁ ଗିରଫ କରିଥିବା ଜଣେ ଅଧିକାରୀ କହିଛନ୍ତି ।

ଗିରଫ ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ରାୟଗଡ଼ା ଜିଲ୍ଲା କାଶୀନଗର ତହସିଲ ଅନ୍ତର୍ଗତ ଟିକିରି ଗ୍ରାମରେ ତାଙ୍କର ଜମି ଗଣ୍ଡଗୋଳ ସମାଧାନରେ ବିଳମ୍ବ ହେବାରୁ ସେ ହତାଶ ହୋଇ ଆତ୍ମାହୁତି ପାଇଁ ଉଦ୍ୟମ କରିଥିଲେ ବୋଲି ସେ କହିଛନ୍ତି ।

ତେବେ ସଂପୃକ୍ତ ବ୍ୟକ୍ତିଙ୍କ ମାମଲା ରାୟଗଡ଼ା ଜିଲ୍ଲାର ହୋଇଥିବାରୁ ମାମଲାକୁ ସେଠାକାର ତହସିଲାରଙ୍କ ନିକଟକୁ ପଠାଇ ଦିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଆତ୍ମହୁତି, ବ୍ରହ୍ମପୁର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ