• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଉପଜିଲ୍ଲାପାଳ

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ସହାୟତା ରାଶି ବୃଦ୍ଧି

April 16, 2015 by ନିଉଜ ଡେସ୍କ Leave a Comment

ଓଡିଶା ଡଟ କମ ସଂବାଦ ଦାତା

ଭୁବନେଶ୍ଵର, ଏପ୍ରିଲ ୧୬ (ଓଡିଶା ଡଟ କମ) ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଦିଆଯାଉଥିବା ସହାୟତା ପରିମାଣରେ ବୃଦ୍ଧି ପାଇଁ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଛସ୍ତରୀୟ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

Naveenଏହି ନିଷ୍ପତ୍ତି ଅନୁଯାୟୀ ବିଭିନ୍ନ କାରଣରୁ ରାଜ୍ୟ ଚିକିତ୍ସା ପାଣ୍ଠିରୁ ସହାୟତା ପାଉନଥିବା ବ୍ୟକ୍ତିମାନେ ଏଣିକି ସେମାନଙ୍କ ଚିକିତ୍ସା ଖର୍ଚର ଚାଳିଶ ପ୍ରତିଶତ ଅଥବା ସର୍ବାଧିକ ୭୫୦୦୦ ଟଙ୍କା ସହାୟତା ଏହି ପାଣ୍ଠିରୁ ପାଇପାରିବେ ।

ହୃଦରୋଗ, କ୍ୟାନସର, ଏବଂ କିଡନି ଚିକିତ୍ସା କ୍ଷେତ୍ରରେ ଏହି ସହାୟତା ରାଶି ସର୍ବାଧିକ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଳିପାରିବ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ସହାୟତା ପାଇଁ ଆବେଦନ କରୁଥିବା ଗ୍ରାମାଞ୍ଚଳର ହିତାଧିକାରୀ ମାନଙ୍କ ବାର୍ଷିକ ଆୟର ସୀମା ୪୦,୦୦୦ ଟଙ୍କାରୁ ୫୦,୦୦୦ ଟଙ୍କାକୁ ବୃଦ୍ଧି କରାଯାଇଛି ।

ଜରୁରୀ କ୍ଷେତ୍ରରେ ଜିଲ୍ଲାପାଳ ମାନେ ହିତାଧିକାରୀ ମାନଙ୍କୁ ୩୦,୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଦେଇପାରିବେ । ପୂର୍ବରୁ ଏହା ୨୦,୦୦୦ ଟଙ୍କାରେ ସୀମିତ ଥିଲା ।

ବିଭିନ୍ନ ଦୁର୍ଘଟଣାର ଶିକାର ହେଉଥିବା ବ୍ୟକ୍ତି, ଗରିବ ଲୋକଙ୍କୁ ରେଫେରାଲ ହାସପାତାଲରେ ପହଞ୍ଚାଇବ।, ଗମ୍ଭୀର ରୋଗରେ ପୀଡିତ ବ୍ୟକ୍ତି ମାନଙ୍କୁ ଔଷଧ ଖର୍ଚ, ଭିନ୍ନକ୍ଷମ, ଅନାଥ, ଗରିବ ଓ ନିସହାୟ ବିଧବା ମହିଳାଙ୍କ ଥଇଥାନ ଆଦି ନିମନ୍ତେ ଜିଲ୍ଲାପାଳ ସହାୟତା ଦେଇପାରିବେ ।

ସେହିପରି ଜରୁରୀ କ୍ଷେତ୍ରରେ ଉପଜିଲ୍ଲାପାଳ ମାନେ ହିତାଧିକାରୀଙ୍କୁ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ଦେଇପାରିବେ । ପୂର୍ବରୁ ଏହା ପାଞ୍ଚ ହଜାରରେ ସୀମିତ ଥିଲା ।

ଓଡିଶା ଡଟ କମ

ନିଉଜ ଡେସ୍କ
ନିଉଜ ଡେସ୍କ

Filed Under: ରାଜନୀତି Tagged With: ଉପଜିଲ୍ଲାପାଳ, ମୁଖ୍ୟମନ୍ତ୍ରୀ, ରିଲିଫ ପାଣ୍ଠି

ଲାଞ୍ଚ ନେଇ ଉପଜିଲ୍ଲାପାଳ ଗିରଫ

November 9, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ରାଉରକେଲା, ନଭେମ୍ବର ୯(ଓଡ଼ିଶା ଡ଼ଟ୍ କମ୍) ଲାଞ୍ଚ ନେବା ବେଳେ ସୁନ୍ଦରଗଡ଼ ଜିଲ୍ଲା ପାନପୋଷ ଉପ ଜିଲ୍ଲାପାଳଙ୍କୁ ବୁଧବାର ଭିଜିଲାନ୍ସ ଗିରଫ କରିଛି ।

ଏକ ବାଲିଘାଟ ଲିଜ୍ ପାଇଁ ନିଜ ବାସଭବନ କାର୍ଯ୍ୟାଳୟରେ ଜଣେ ବ୍ୟକ୍ତିଙ୍କ ଠାରୁ ଦଶ ହଜାର ଟଙ୍କା ନେଉଥିବା ବେଳେ ଉପଜିଲ୍ଲାପାଳ ରୂପକ ପଟ୍ଟନାୟକଙ୍କୁ ଗିରଫ କରିଥିବା ଜଣେ ଅଧିକାରୀ କହିଛନ୍ତି ।

ଲିଜ୍ ସଂକ୍ରାନ୍ତୀୟ ଫାଇଲ ମଧ୍ୟ ଜବତ କରିଥିବା ସେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଅପରାଧ, ଉପଜିଲ୍ଲାପାଳ, ରାଉରକେଲା

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ