• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଏଭର ଗ୍ରୀନ୍ ଫୋରମ

ଏଭର ଗ୍ରୀନ୍ ଫୋରମ ପକ୍ଷରୁ ଯୁବ ମହୋତ୍ସବ ଆୟୋଜିତ

January 16, 2013 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁଆରୀ ୧୬(ଓଡ଼ିଶା ଡ଼ଟ୍ କମ୍)- ଯୁବ ଅନୁଷ୍ଠାନ ଏଭର ଗ୍ରୀନ୍ ଫୋରମ ତରଫରୁ ସ୍ଥାନୀୟ ଜୟଦେବ ଭବନଠାରେ ଯୁବ ମହୋତ୍ସବ-୨୦୧୩ ଆୟୋଜିତ ହୋଇଯାଇଛି । ଫୋରମ୍ ର ପ୍ରତିଷ୍ଠାତା ଇଂ. ପ୍ରକାଶ ଜେନାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଯୁବ ମହୋତ୍ସବକୁ କ୍ରୀଡ଼ା ଓ ଯୁବସେବା ବ୍ୟାପାର ମନ୍ତ୍ରୀ ରମେଶ ଚନ୍ଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିଥିଲେ ।

yuba

ସେ ତାଙ୍କ ଭାଷଣରେ ରାଷ୍ଟ୍ର ନିର୍ମାଣରେ ଯୁବ ସମାଜର ଭୁମିକା ଅତି ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ । ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସମାଜ ମଙ୍ଗଳ ବୋର୍ଡ଼ ଅଧ୍ୟକ୍ଷା ନିବେଦିତା ନାୟକ, ରାଜଧାନୀ ଇଂଜିନିୟରିଂ କଲେଜର ସଂପାଦକ ଡ଼ଃ. ଶରଦ ଚନ୍ଦ୍ର ପଣ୍ଡା, ସିନେମା ତାରକା କୁନା ତ୍ରିପାଠୀ, ଓଡ଼ିଶା ସାହିତ୍ୟ ଏକାଡ଼େ ଶତପଥି ପାଇଁ ସ୍ୱାମୀ ବିବେକାନନ୍ଦ ଓ ଯୁବ ସମ୍ମାନରେ ସମ୍ମାନୀତ କରାଯାଇଥିଲ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: ଏଭର ଗ୍ରୀନ୍ ଫୋରମ, ଜୟଦେବ ଭବନ, ଯୁବ ମହୋତ୍ସବ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ