• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଏମ୍ୟୁଏଫ୍ପି

ସାମ୍ବାଦିକଙ୍କୁ ଆକ୍ରମଣ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

February 9, 2011 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଫେବୃୟାରୀ ୭(ଓଡ଼ିଶା ଡ଼ଟ୍ କମ୍) ଏକ ଦୈନିକ ସମ୍ବାଦପତ୍ରର ଜଣେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବିଭିନ୍ନ ଗଣମାଧ୍ୟମ ପ୍ରତିନିଧିମାନେ ଦାବି କରିଛନ୍ତି ।

ମିଡ଼ିଆ ୟୁନିଟି ଫର୍ ଫ୍ରିଡ଼ମ ଅଫ୍ ପ୍ରେସ(ଏମ୍ୟୁଏଫ୍ପି) ପକ୍ଷରୁ ସୋମବାର ସାମ୍ବାଦିକମାନେ ଜୟଦେବ ଭବନ ସମ୍ମୁଖସ୍ଥ ଫ୍ରିଡ଼ମ ଟି୍ର ତଳେ ଏକତ୍ରିତ ହୋଇ ଧାରଣା ଦେଇଛନ୍ତି ।

ଘଟଣା ସଂପର୍କରେ ଏତଲା ଦିଆଯାଇଥିଲେ ମଧ୍ୟ ଆକ୍ରମଣକାରୀଙ୍କୁ ପୋଲିସ ବର୍ତ୍ତମାନ ପର୍ଯ୍ୟନ୍ତ କାହିଁକି ଗିରଫ କରି ନାହିଁ ସେ ସଂପର୍କରେ ମୁଖ୍ୟମନ୍ତ୍ରୀ, ଗୃହ ସଚିବ, ପୁରୀ ଜିଲ୍ଲାପାଳଙ୍କ ଠାରୁ ସେମାନେ ବିବୃତି ଦାବି କରିଛନ୍ତି ।

ସାମ୍ବାଦିକଙ୍କ ଏକ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ସାକ୍ଷାତ କରି ଦାବି ପତ୍ର ପ୍ରଦାନ କରିଛନ୍ତି ।

ପ୍ରକାଶିତ ଏକ ରିପୋର୍ଟକୁ ନେଇ ଦୈନିକ “ସମ୍ବାଦ”ର ପିପିଲି ପ୍ରତିନିଧି ରଜତ ରତନ ଦାସଙ୍କୁ ଗତ ଶୁକ୍ରବାର ସ୍ଥାନୀୟ ଏନ୍ଏସି ଅଧ୍ୟକ୍ଷ ଓ ତାଙ୍କ ସମର୍ଥକମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ଆକ୍ରମଣରେ ଦାସ ଗୁରୁତର ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ଧାରଣାରେ ବିଭିନ୍ନ ଖବରକାଗଜ ଓ ଇଲେକ୍ଟ୍ରୋନିକ ଗଣମାଧ୍ୟମର ପ୍ରତିନିଧି ଏବଂ ଫଟୋଗ୍ରାଫରମାନେ ଯୋଗ ଦେଇଥିଲେ ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଏମ୍ୟୁଏଫ୍ପି, ଗଣମାଧ୍ୟମ, ମୁଖ୍ୟ ଖବର, ମୁଖ୍ୟମନ୍ତ୍ରୀ, ସାମ୍ବାଦିକ

ସାମ୍ବାଦିକଙ୍କ ଉପରେ ଆକ୍ରମଣକୁ ଏମ୍ୟୁଏଫ୍ପିର ନିନ୍ଦା

February 5, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଫେବୃୟାରୀ ୫(ଓଡ଼ିଶା ଡ଼ଟ୍ କମ୍) ଏକ ଦୈନିକ ସମ୍ବାଦପତ୍ରର ଜଣେ ସାମ୍ବାଦିକଙ୍କ ଉପରେ ହୋଇଥିବା ଆକ୍ରମଣକୁ ମିଡ଼ିଆ ୟୁନିଟି ଫର୍ ଫ୍ରିଡ଼ମ ଅଫ୍ ପ୍ରେସ(ଏମ୍ୟୁଏଫ୍ପି) ପକ୍ଷରୁ ଦୃଢ ନିନ୍ଦା କରାଯାଇଛି ।

ପ୍ରକାଶିତ ଏକ ରିପୋର୍ଟକୁ ନେଇ ଦୈନିକ ସମ୍ବାଦପତ୍ରର ପିପିଲି ପ୍ରତିନିଧି ରଜତ ରତନ ଦାସଙ୍କୁ ଶୁକ୍ରବାର ସ୍ଥାନୀୟ ଏନ୍ଏସି ଅଧ୍ୟକ୍ଷ ଓ ତାଙ୍କ ସମର୍ଥକମାନେ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା । ଆକ୍ରମଣରେ ଦାସ ଗୁରୁତର ଆହତ ହୋଇ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।

ଆକ୍ରମଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ସେମାନଙ୍କୁ ତୁରନ୍ତ ଗିରଫ କରିବାକୁ ଏମ୍ୟୁଏଫ୍ପି ପକ୍ଷରୁ ଦାବି କରାଯାଇଛି । ରାଜ୍ୟରେ ଗଣମାଧ୍ୟମ ପ୍ରତିନିଧିଙ୍କ ଉପରେ ବାରମ୍ବାର ଆକ୍ରମଣ ହେଉଥିବରୁ ଉଦ୍ବେଗ ପ୍ରକାଶ ପାଇଛି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଏମ୍ୟୁଏଫ୍ପି, ଦୈନିକ ସମ୍ବାଦପତ୍ର, ପିପିଲି, ମୁଖ୍ୟ ଖବର, ସାମ୍ବାଦିକ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ