• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଏସ୍ଆରଇ

ଏସ୍ଆର୍ଇରେ ୪ଜିଲ୍ଲା ସାମିଲ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପତ୍ର

January 25, 2012 by admin Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଜାନୁୟାରୀ ୨୫(ଓଡ଼ିଶା ଡ଼ଟ୍ କମ୍) ସୁରକ୍ଷା ଖର୍ଚ୍ଚ ସମ୍ବନ୍ଧିତ ଯୋଜନା (ଏସ୍ଆରଇ)ରେ ବରଗଡ, ନୂଆପଡା, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାକୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁଣି ଥରେ କେନ୍ଦ୍ର ଗୃହମନ୍ତ୍ରୀ ପି.ଚିଦାମ୍ବରମ୍ ଙ୍କୁ ଚିଠି ଲେଖିଛନ୍ତି ।

କେନ୍ଦ୍ର ସରକାରଙ୍କ ନିକଟରେ ଏହି ଦାବି ବାରମ୍ବାର ଉପସ୍ଥାପନ କରାଯାଉଥିଲେ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ନିଆଯାଉ ନଥିବାରୁ ସେ ଉଦ୍ଦବେଗ ପ୍ରକାଶ କରିଛନ୍ତି ।

ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ୨୦୧୦ ସେପ୍ଟେମ୍ବର ୨୦ ତାରିଖ, ଡିସେମ୍ବର ୨୩ ତାରିଖ, ୨୦୧୧ ମଇ ୧୩ ତାରିଖ ଓ ମେ’ ୩୦ ତାରିଖରେ କେନ୍ଦ୍ରକୁ ଚିଠି ଲେଖିଥିଲେ ।

ମାଓ ପ୍ରଭାବିତ ୪ଟି ଜିଲ୍ଲାକୁ ଏସ୍ଆରଇ ଯୋଜନାରେ ସାମିଲ କରିବା ଦ୍ୱାରାସେହି ଜିଲ୍ଲା ଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ ହୋଇପାରିବ ଏବଂ ମାଓବାଦୀ କାର୍ଯ୍ୟକଳାପ ହ୍ରାସ ପାଇବ ବୋଲି ସେ ପତ୍ରରେ ଦର୍ଶାଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ଏସ୍ଆରଇ, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗୀର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ