• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

କୃଷୀ ଅଧିକାରୀ

କ୍ଷତିପୂରଣ ଦ।ବୀରେ ଚାଷୀଙ୍କ ରାସ୍ତା ଅବରୋଧ

December 11, 2010 by ଓଡିଶା ଡଟ କମ Leave a Comment

 

ଓଡ଼ିଶା ଡ଼ଟ୍ କମ୍ :ଅମରନାଥ ପରିଡ଼ା

ଜଗତସିଂହପୁର, ଡ଼ିସେମ୍ବର ୧୦(ଓଡ଼ିଶା ଡ଼ଟ୍ କମ୍) ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଧାନ ଫସଲ ନଷ୍ଟ ହୋଇଯାଇଥିବାରୁ କ୍ଷତିପୂରଣ ଦାବୀରେ ଜଗତସିଂହପୁର ଜିଲ୍ଲାର ଚାଷୀମାନେ ଶୁକ୍ରବାର ରାସ୍ତା ଅବରୋଧ କରିଛନ୍ତି ।

ବିରିଡ଼ି ବ୍ଲକର ଶତାଧିକ ଚାଷୀ କନ୍ଦରପୁର-ମାଛଗାଁ ଜାତୀୟ ରାଜପଥ ଅବରୋଧ କରିଥିଲେ । ଫଳରେ ଏହି ରାସ୍ତାରେ ଯାନବାହାନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା ।

ବର୍ଷା ଯୋଗୁଁ ଜିଲ୍ଲାର ହଜାର ହଜାର ଏକର ଧାନ ଚାଷ ଓ ପରିବା ଚାଷ ପ୍ରଭାବିତ ହୋଇଛି । ଯେଉଁ ଚାଷୀମାନେ ଧାନ କାଟି ଜମିରେ ରଖିଥିଲେ ସେଗୁଡ଼ିକ ବର୍ତ୍ତମାନ ବର୍ଷା ପାଣିରେ ବୁଡ଼ି ରହିଛି ।

ଏତେ ଗୁଡ଼ିଏ ଫସଲ ନଷ୍ଟ ହେବାସତ୍ତ୍ୱେ ସରକାର କୌଣସି ପକ୍ଷେପ ନେଉନଥିବା ଚାଷୀମାନେ ଅଭିଯୋଗ କରିଛନ୍ତି । ୫୦ ହଜାର ଟଙ୍କା ଲେଖାଏଁ କ୍ଷତିପୂରଣ ବୋକୁ ସେମାନେ ଦ।ବି କରିଛନ୍ତି।

ଫସଲ ନଷ୍ଟ ହେବା ନେଇ ବ୍ୟସ୍ତ ହେବାର କାରଣ ନାହିଁ । କେବଳ ଦୁଇରୁ ତିନି ପ୍ରତିଶତ ଧାନ ଅମଳ କରାଯାଇଥିବାରୁ ବିଶେଷ କ୍ଷତି ହେବ ନାହିଁ ବୋଲି କୃଷି ବିଭାଗ ପକ୍ଷରୁ ଜଣାପଡ଼ିଛି । ତେବେ କ୍ଷୟକ୍ଷତିର ଆକଳନ କରିବା ପାଇଁକର୍ମଚାରୀଙ୍କୁ ନିୟୋଜିତ କରାଯାଇଛି ବୋଲି ଜିଲ୍ଲା କୃଷୀ ଅଧିକାରୀ ନୀଳମଣି ଦ।ସ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: କୃଷୀ ଅଧିକାରୀ, ଚାଷୀ, ଫସଲ, ମୁଖ୍ୟ ଖବର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ