• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଖଣିଜ ସମ୍ପଦ

ଖଣି ଅଂଚଳର ବିକାଶ ପାଇଁ ଫାଉଣ୍ଡେସନ ଗଠନ ଯୋଜନା

April 4, 2015 by ନିଉଜ ଡେସ୍କ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଏପ୍ରିଲ୪(ଓଡ଼ଶା ଡ଼ଟ୍ କମ୍)ଖଣି ଅଂଚଳର ବିକାଶ ପାଇଁ ରାଜ୍ୟ ସରକାର ଜିଲା ସ୍ତରୀୟ ଡିସଟ୍ରିକ୍ଟ ମିନେରାଲ୍ ଫାଉଣ୍ଡେସନ ସ୍ଥାପନ କରିବ। ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

mining areaଆସନ୍ତା ଦୁଇ ମାସ ମଧ୍ୟରେ ଏହି ଫାଇଣ୍ଡେସନ କାର୍ଯ୍ୟକ୍ଷମ ହେବ ବୋଲି ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ସୁଚନା ଦେଇଛନ୍ତି । ଏହି ଫାଉଣ୍ଡେସନ୍ ପାଇଁ ବିଭାଗ ପକ୍ଷରୁ ଚିଠା ପ୍ରସ୍ତୁତ ହୋଇସାରିଥିବା ମନ୍ତ୍ରୀ କହିଛନ୍ତି ।

ଏହି ଫାଉଣ୍ଡେସନ ସ୍ଥାପନ ହେଲେ ସରକାର ପ୍ରାୟ ଦୁଇହଜାର କୋଟି ଟଙ୍କା ରାଜ୍ୟର ଖଣି ଅଂଚଳରେ ବାସ କରୁଥିବା ଗରିବ ଆଦିବାସୀ ମାନଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରିବାପାଇଁ ସୁଯୋଗ ପାଇବେ ।

ପାର୍ଲିଆମେଣ୍ଟରେ ଖଣି ଓ ଖଣିଜ ସମ୍ପଦ ବିକାଶ ନିୟନ୍ତ୍ରଣ ସଂଶୋଧନ ଅଧିନିୟମ ସଂକ୍ରାନ୍ତ ବିଲ ଆଗତ ହେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖଣି ଅଂଚଳର ଲୋକମାନଙ୍କ ବିକାଶ ପାଇଁ ଅତିରିକ୍ତ ପାଣ୍ଠି ନିମନ୍ତେ ଳଗାତାର ଭାବେ ଦାବି କରିଥିଲେ । ରୟାଲିଟି ସଂପର୍କିତ ଲେଭି ଅର୍ଥରୁ ଖଣି ଅଂଚଳରେ ବାସ କରୁଥିବା ଗରିବ ଆଦିବାସୀ ମାନଙ୍କ କଲ୍ୟାଣ ପାଇଁ ଖର୍ଚ କରିବାକୁ କେନ୍ଦ୍ର ସରକାର ରାଜ୍ୟକୁ ପ୍ରସ୍ତାବ ଦେଇଥିଲେ ।

ଓଡ଼ଶା ଡ଼ଟ୍ କମ୍

ନିଉଜ ଡେସ୍କ
ନିଉଜ ଡେସ୍କ

Filed Under: ଅର୍ଥ-ବ୍ୟବସାୟ Tagged With: ଖଣି, ଖଣିଜ ସମ୍ପଦ, ପାର୍ଲିଆମେଣ୍ଟ, ସରକାର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ