• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଗ୍ରାମସଭା

ସାଧାରଣତନ୍ତ୍ର ଦିବସରେ ସ୍ୱତନ୍ତ୍ର ଗ୍ରାମସଭା

January 4, 2011 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବ।ଦଦାତା

ଭୁବନେଶ୍ୱର, ଜାନୁୟାରୀ ୪(ଓଡ଼ିଶା ଡ଼ଟ୍ କମ୍) ଆସନ୍ତା ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସରେ ସମସ୍ତ ପଞ୍ଚାୟତରେ ସ୍ୱତନ୍ତ୍ର ଗ୍ରାମସଭାର ଆୟୋଜନ ନିମନ୍ତେ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

୨୦୧୧ ଜନଗଣନା ପାଇଁ ଫେବୃୟାରୀ ୯ ତାରିଖରୁ ମାର୍ଚ୍ଚ ୫ ପର୍ଯ୍ୟନ୍ତ ଜନଗଣନାକାରୀ ଘରଘର ବୁଲି ପିଲାଙ୍କ ଠାରୁ ବୃଦ୍ଧ ପର୍ଯ୍ୟନ୍ତ, ପୁରୁଷ ଓ ସ୍ତ୍ରୀ ପ୍ରତ୍ୟେକ ବ୍ୟକ୍ତିଙ୍କ ସଂପର୍କରେ ତଥ୍ୟ ସଂଗ୍ରହ କରିବା ପାଇଁ ଚୂଡ଼ାନ୍ତ ହୋଇଛି ।

କୌଣସି ବ୍ୟକ୍ତିଙ୍କ ନାମ ଏହି ତାଲିକାରୁ ବାଦ ନ ପଡ଼ିବା ତଥା ଯେପରି ନାମ ଦୁଇ ଥର ଉଲ୍ଲେଖ ନହୁଏ ସେ ସଂପର୍କରେ  ବ୍ୟାପକ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଜନଗଣନା ନିର୍ଦ୍ଦେଶକଙ୍କ ଅନୁରୋଧକ୍ରମେ ପଞ୍ଚାୟତିରାଜ ବିଭାଗ  ପକ୍ଷରୁ ଏହି ଗ୍ରାମସଭା କରିବା ନିମନ୍ତେ ନିଷ୍ପତ୍ତି ଗ୍ରହଣ କରାଯାଇଛି ।

ନିର୍ଭୁଲ ଜନଗଣନା ପାଇଁ ଜନଗଣନାକାରୀଙ୍କୁ ସହଯୋଗ କରିବା, ସଠିକ୍ ତଥ୍ୟ ପ୍ରଦାନ କରିବା ଇତ୍ୟାିଦି ଗୁରୁତ୍ୱପୂର୍ଣ୍ଣ  ବିଷୟରେ ଗ୍ରାମସଭାରେ ଆଲୋଚନା କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଗ୍ରାମସଭା, ମୁଖ୍ୟ ଖବର, ସାଧାରଣତନ୍ତ୍ର ଦିବସ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ