• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଘରପୋଡ଼ି

ବଲାଙ୍ଗୀର: ଘରପୋଡ଼ି ଘଟଣାରେ ୪୨ ଗିରଫ

January 23, 2012 by admin Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ବଲାଙ୍ଗୀର, ଜାନୁୟାରୀ ୨୩(ଓଡ଼ିଶା ଡ଼ଟ୍ କମ୍) ବଲାଙ୍ଗୀର ଜିଲ୍ଲା ଲାଠୋର ଠାରେ କେତେକ ଦଳିତ ଲୋକଙ୍କ ଘରପୋଡ଼ି ଘଟଣାରେ ୪୨ ଜଣଙ୍କୁ ଗିରଫ କରିଥିବା ପୋଲିସ ସୋମବାର କହିଛି ।

ରବିବାର ଏକ ଦୋକାନରୁ ସାର୍ଟ ଚୋରିକୁ ନେଇ ଦୁଇ ଜଣ ଯୁବକଙ୍କ ମଧ୍ୟରେ ପ୍ରଥମେ ଗଣ୍ଡଗୋଳ ହୋଇ ଉଗ୍ରରୂପ ଧାରଣ କରିଥିଲା ।

ଏହାକୁ ନେଇ ପଚାଶରୁ ଅଧିକ ଲୋକ ଦଳିତ ମହିଳା ଓ ଶିଶୁ ମାନଙ୍କୁ ଘରୁ ବାହାର କରି ଘରେ ନିଅାଁ ଲଗାଇ ବୋ ସହ ନିଆଁ ଲିଭାଇବାକୁ ଆସିଥିବା ଅଗ୍ନିଶମ କର୍ମଚାରୀଙ୍କୁ ଭିତରକୁ ଯିବାକୁ ଦେଇନଥିଲେ ।

ତେବେ ଏହି ଘଟଣାରେ ପୋଲିସ ୪୨ ଜଣଙ୍କୁ ଗିରଫ କରିଛି ଏବଂ କ୍ଷତିଗ୍ରସ୍ତ ଲୋକଙ୍କ ରହିବା ପାଇଁ ଅସ୍ଥାୟୀ ଶିବିରର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କହିଛନ୍ତି ।

ଘର ପୋଡ଼ିରେ ସଂପୃକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ, ସେ କହିଛନ୍ତି । ପରିସ୍ଥିତିକୁ ଦୃଷ୍ଟିରେ ରଖି ସେଠାରେ ଚାରି ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଘରପୋଡ଼ି, ବଲାଙ୍ଗୀର ଜିଲ୍ଲା

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ