• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଘୂର୍ଣ୍ଣିବଳୟ

୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ରହିବ ପାଗ

November 3, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ନଭେମ୍ବର ୩ (ଓଡ଼ିଶା ଡ଼ଟ୍ କମ୍)–ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଲାଗି ରହିଛି । ଏବେ ଘୂର୍ଣ୍ଣିବଳୟ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ହୋଇଥିବା ସୂଚନା ମିଳିଛି ।

ରାଜ୍ୟର ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଗୋପାଳପୁରରେ ସର୍ବାଧିକ ୧୨୩ ମିଲିଲିଟର, ପୁରୀରେ ୧୧୭ ମିଲିଲିଟର ରାଜଧାନୀ ଭୁବନେଶ୍ୱର ୮୭ ମିଲିଲିଟର ବର୍ଷା ରେକର୍ଡ କରାଯାଇଛି ।

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମେଘୁଆ ରହିବ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: ଗୋପାଳପୁର, ଘୂର୍ଣ୍ଣିବଳୟ, ମେଘୁଆ ପାଗ, ଲଘୁଚାପ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ