• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

"ଚିଙ୍ଗୁଡ଼ି ପଲାଉ"

ଚିଙ୍ଗୁଡ଼ି ପଲାଉ

October 19, 2011 by ଓଡିଶା ଡଟ କମ Leave a Comment

ପ୍ରସ୍ତୁତି : ବର୍ଣ୍ଣିକା ପଟ୍ଟନାୟକ,

ଆବଶ୍ୟକ ସାମଗ୍ରୀ:

ବଡ଼ ଚିଙ୍ଗୁଡ଼ି-୨୫୦ ଗ୍ରାମ, ବାସୁମତି ଅରୁଆ ଚାଉଳ-୫୦୦ ଗ୍ରାମ, କ୍ୟାପ୍ସିକମ୍-୧୦୦ ଗ୍ରାମ, ଗାଜର-୫୦ ଗ୍ରାମ, ଅଦା-୧ଖଣ୍ଡ, ପିଆଜ-୨ଟା (ବଡ଼), ଗୋଟା ଗରମ ମସଲା ଅଳ୍ପ କିଛି, ତେଜପତ୍ର-୨ଟା, ଲେମ୍ବୁରସ-୧ ଚାମଚ(ବଡ଼), ରିଫାଇନ ତେଲ- ୨ଚାମଚ(ବଡ଼), ବଟର-୧ ଚାମଚ ଓ ସ୍ୱାଦ ଅନୁସାରେ ଲୁଣ ।

ପ୍ରସ୍ତୁତି ପ୍ରଣାଳୀ :

 

Prawn-Palauଚିଙ୍ଗୁଡ଼ିରୁ ଚୋପା ଛଡ଼ାଇ ଧୋଇ ଲୁଣ ଓ ଲେମ୍ବୁରସ ଗୋଳାଇ ରଖନ୍ତୁ । ଚାଉଳକୁ ଧୋଇ ରଖନ୍ତୁ । ପିଆଜ ଓ ଆକୁ ପତଳା ପତଳା ଲମ୍ବା ଲମ୍ବା କାଟି ରଖନ୍ତୁ । ଗାଜର ଓ କ୍ୟାପସିକମ୍ କୁ ଲମ୍ବା ଲମ୍ବା କାଟି ଧୋଇ ରଖନ୍ତୁ ।

ପ୍ରେସର କୁକର୍ ରେ କିମ୍ବା ଗୋଟିଏ ବଡ ପାତ୍ରରେ ତେଲ ଓ ବଟର ମିଶାଇ ଗରମ କରନ୍ତୁ । ସେଥିରେ ତେଜପତ୍ର ଓ ଗୋଟା ଗରମ ମସଲା( ଡାଲଚିନି, ଲବଙ୍ଗ, ଗୁଜୁରାତି) ପକାନ୍ତୁ । କଟା ପିଆଜ, କଟା ଅଦା, କଟା ପରିବା ପକାଇ ଅଳ୍ପ ସମୟ ଭାଜି ଗୋଳାଇ ରଖିଥିବା ଚିଙ୍ଗୁଡିକୁ ପକାନ୍ତୁ ।

ବର୍ତ୍ତମାନ ଏଥିରେ ଧୋଇ ରଖିଥିବା ଚାଉଳ ପକାଇ ଭଲଭାବରେ ଗୋଳାଇ ଚାଉଳରଦୁଇଗୁଣା ପାଣି ଦେଇ ସ୍ୱାଦ ଅନୁସାରେ ଲୁଣ ପକାଇ ଭଲଭାବରେ ଗୋଳାଇ ଢାଙ୍କୁଣି ଘୋଡାଇ ଧିମି ଆଞ୍ଚରେ ଚାଉଳ ସିଝିବା ପର୍ଯ୍ୟନ୍ତ ରାନ୍ଧନ୍ତୁ ।

ଚୁଲିରୁ ଓହ୍ଲାଇ ଉପରେ ଗରମ ମସଲା ଗୁଣ୍ଡ ଓ ଏକ ଚାମଚ ବଟର ପକାଇ ପ୍ଲେଟ୍ ରେ କାଢି ପରିବେଷଣ କରନ୍ତୁ ଚିଙ୍ଗୁଡି ପଲାଉ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଆମ ରୋସେଇ ଘରୁ Tagged With: "ଚିଙ୍ଗୁଡ଼ି ପଲାଉ", ବର୍ଣ୍ଣିକା ପଟ୍ଟନାୟକ, ରୋସେଇ

“ଚିଙ୍ଗୁଡ଼ି ପଲାଉ”

August 19, 2007 by News Bureau Leave a Comment

ପ୍ରସ୍ତୁତି : ବର୍ଣ୍ଣିକା ପଟ୍ଟନାୟକ

ଆବଶ୍ୟକ ସାମଗ୍ରୀ:

ବଡ଼ ଚିଙ୍ଗୁଡ଼ି-୨୫୦ ଗ୍ରାମ, ବାସୁମତି ଅରୁଆ ଚାଉଳ-୫୦୦ ଗ୍ରାମ, କ୍ୟାପ୍ସିକମ୍-୧୦୦ ଗ୍ରାମ, ଗାଜର-୫୦ ଗ୍ରାମ, ଅଦା-୧ଖଣ୍ଡ, ପିଆଜ-୨ଟା (ବଡ଼), ଗୋଟା ଗରମ ମସଲା ଅଳ୍ପ କିଛି, ତେଜପତ୍ର-୨ଟା, ଲେମ୍ବୁରସ-୧ ଚାମଚ(ବଡ଼), ରିଫାଇନ ତେଲ- ୨ଚାମଚ(ବଡ଼), ବଟର-୧ ଚାମଚ ଓ ସ୍ୱାଦ ଅନୁସାରେ ଲୁଣ ।

ପ୍ରସ୍ତୁତି ପ୍ରଣାଳୀ :

Prawn-Palauଚିଙ୍ଗୁଡ଼ିରୁ ଚୋପା ଛଡ଼ାଇ ଧୋଇ ଲୁଣ ଓ ଲେମ୍ବୁରସ ଗୋଳାଇ ରଖନ୍ତୁ । ଚାଉଳକୁ ଧୋଇ ରଖନ୍ତୁ । ପିଆଜ ଓ ଅଦାକୁ ପତଳା ପତଳା ଲମ୍ବା ଲମ୍ବା କାଟି ରଖନ୍ତୁ । ଗାଜର ଓ କ୍ୟାପସିକମ୍ କୁ ଲମ୍ବା ଲମ୍ବା କାଟି ଧୋଇ ରଖନ୍ତୁ ।

ପ୍ରେସର କୁକରରେ କିମ୍ବା ଗୋଟିଏ ବଡ ପାତ୍ରରେ ତେଲ ଓ ବଟର ମିଶାଇ ଗରମ କରନ୍ତୁ ।

ସେଥିରେ ତେଜପତ୍ର ଓ ଗୋଟା ଗରମ ମସଲା( ଡାଲଚିନି, ଲବଙ୍ଗ, ଗୁଜୁରାତି) ପକାନ୍ତୁ । କଟା ପିଆଜ, କଟା ଅଦା, କଟା ପରିବା ପକାଇ ଅଳ୍ପ ସମୟ ଭାଜି ଗୋଳାଇ ରଖିଥିବା ଚିଙ୍ଗୁଡିକୁ ପକାନ୍ତୁ ।

ବର୍ତ୍ତମାନ ଏଥିରେ ଧୋଇ ରଖିଥିବା ଚାଉଳ ପକାଇ ଭଲଭାବରେ ଗୋଳାଇ ଚାଉଳର ଦୁଇଗୁଣା ପାଣି ଦେଇ ସ୍ୱାଦ ଅନୁସାରେ ଲୁଣ ପକାଇ ଭଲଭାବରେ ଗୋଳାଇ ଢାଙ୍କୁଣି ଘୋଡାଇ ଧିମି ଆଞ୍ଚରେ ଚାଉଳ ସିଝିବା ପର୍ଯ୍ୟନ୍ତ ରାନ୍ଧନ୍ତୁ । ଚୁଲିରୁ ଓହ୍ଲାଇ ଉପରେ ଗରମ ମସଲା ଗୁଣ୍ଡ ଓ ଏକ ଚାମଚ ବଟର ପକାଇ ପ୍ଲେଟ୍ ରେ କାଢି ପରିବେଷଣ କରନ୍ତୁ ଚିଙ୍ଗୁଡି ପଲାଉ ।

ଓଡ଼ିଶା ଡ଼ଟ୍ କମ୍

News Bureau
News Bureau

Filed Under: ଆମ ରୋସେଇ ଘରୁ Tagged With: "ଚିଙ୍ଗୁଡ଼ି ପଲାଉ"

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ