• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଜାତୀୟ ମହିଳା

ବଳାତ୍କାର : ପୋଲିସକୁ ଦାୟୀ କଲେ ଜାତୀୟ ମହିଳା କମିଶନ

February 17, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଫେବୃୟାରୀ ୧୭(ଓଡ଼ିଶା ଡ଼ଟ୍ କମ୍) ପିପିଲି ଗଣବଳାତ୍କାର ଅଭିଯୋଗ ଉପରେ ଜାତୀୟ ମହିଳା କମିଶନ ତାଙ୍କର ରିପୋର୍ଟ ପ୍ରଦାନ କରିଥିବା ବେଳେ ଏଥିରେ ପୋଲିସକୁ ଦାୟୀ କରିଛନ୍ତି ।

ଏଫ୍ଆଇଆର୍ ନଥିବାରୁ ପୀଡ଼ିତାଙ୍କ ଡ଼ାକ୍ତରୀ ଚିକିତ୍ସା ଠିକ୍ ଭାବେ ହୋଇ ନାହିଁ ବୋଲି କମିଶନ ଅଧ୍ୟକ୍ଷା ମମତା ଶର୍ମା ତାଙ୍କ ରିପୋର୍ଟରେ ଦର୍ଶାଇଛନ୍ତି ।

ଡ଼ାକ୍ତରୀ ଅନୁଷ୍ଠାନ ଗୁଡ଼ିକ ମଧ୍ୟରେ ସମନ୍ୱୟର ଅଭାବ ଯୋଗୁଁ ପୀଡ଼ିତାଙ୍କୁ ବାରମ୍ବାର ସ୍ଥାନାନ୍ତର କରାଯାଇଛି, ସେ କହିଛନ୍ତି ।

ମହିଳା ମାନଙ୍କ ପ୍ରତି ହେଉଥିବା ହିଂସା ଘଟଣାରେ ତୁରନ୍ତ ଏଫ୍ଆଇଆର୍ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଇନଜୀବୀ ଓ ମହିଳାଙ୍କୁ ନେଇ ଗୋଷ୍ଠୀ ଗଠନ କରିବାକୁ ସେ ରିପୋର୍ଟରେ ଦର୍ଶାଇଛନ୍ତି ।

ସେହିପରି ଥାନା ଗୁଡ଼ିକରେ ଥିବା ମହିଳା ଓ ଶିଶୁ ଡ଼େସ୍କକୁ କଡ଼ାକଡ଼ି କରିବାକୁ ରିପୋର୍ଟରେ ଉଲ୍ଲେଖ କରିଛନ୍ତି । ଏହି ଘଟଣାରେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ତରବରିଆ ଭାବେ ରିପୋର୍ଟ ଦେବା ଠିକ୍ ହୋଇ ନାହିଁ ବୋଲି ସେ କହିଛନ୍ତି ।

ଗତ ୨/୩ ତାରିଖରେ କମିଶନ ସଦସ୍ୟ ସଚିବ ଅନୀତା ଅଗ୍ନିହୋତ୍ରୀ ଓଡ଼ିଆ ଆସି ଗଣବଳାକାର ଘଟଣାର ଅନୁଧ୍ୟାନ କରିଥିଲେ ଏବଂ ପରେ ସେ ତାଙ୍କର ରିପୋର୍ଟ ଜାତୀୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ପ୍ରଦାନ କରିଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଜାତୀୟ ମହିଳା, ପିପିଲି ଗଣବଳାତ୍କାର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ