• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଟେଣ୍ଡର

ବାଚସ୍ପତିଙ୍କ ଉପରକୁ ପେନଷ୍ଟାଣ୍ଡ ଫୋପାଡ଼ିଲେ ବିଧାୟକ

December 20, 2010 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ : ବାଉରୀବନ୍ଧୁ ମହାରଣା

ଭୁବନେଶ୍ୱର, ଡ଼ିସେମ୍ବର ୨୦(ଓଡ଼ିଶା ଡ଼ଟ୍ କମ୍) ବିଧାନସଭା ଅଧିବେଶନ ଚାଲିଥିବା ବେଳେ ସୋମବାର ଜଣେ କଂଗ୍ରେସ ବିଧାୟକ ବାଚସ୍ପତି ପ୍ରଦୀପ ଅମାତଙ୍କ ଉପରକୁ ପେନଷ୍ଟାଣ୍ଡ ଫୋପାଡ଼ିଛନ୍ତି ।

କଣ୍ଟାବାଞ୍ଜି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ବାଚସ୍ପତିଙ୍କ ପୋଡ଼ିୟମ ଉପରୁ ପେନଷ୍ଟାଣ୍ଡ ଆଣି ତାଙ୍କ ଉପରକୁ ଫୋପାଡ଼ିଥିଲେ କିନ୍ତୁ ଏହା ତାଙ୍କ ଉପରେ ବାଜିନଥିଲା । ଏହାପରେ ବାଚସ୍ପତି ତୁରନ୍ତ ଗୃହକୁ ମୁଲତବି ଘୋଷଣା କରିଥିଲେ ।

ପ୍ରଶ୍ନ ଉତ୍ତର କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏକ ଜଳସେଚନ ପ୍ରକଳ୍ପର ଟେଣ୍ଡର ଫିକ୍ସିଂରେ ବିରୋଧି ବିଧାୟକମାନେ ସଂପୃକ୍ତ ଅଛନ୍ତି ବୋଲି ସଂସଦୀୟ ବ୍ୟାପାର ମନ୍ତ୍ରୀ ରଘୁନାଥ ମହାନ୍ତି କହିବା ପରେ ଏହି ଘଟଣା ଘଟିଥିଲା ।

ମନ୍ତ୍ରୀଙ୍କ ଏଭଳି ଉତ୍ତରକୁ ବିରୋଧ କରି କଂଗ୍ରେସ ବିଧାୟକମାନେ ବାଚସ୍ପତିଙ୍କ ପୋଡ଼ିୟମ ପାଖକୁ ଆସି ତାଙ୍କୁ ଜଣାଇଥିଲେ କିନ୍ତୁ ବାଚସ୍ପତିଙ୍କ ଠାରୁ କୌଣସି ପ୍ରତିକ୍ରିୟା ନମିଳିବାରୁ ଏଥିରେ ଉତ୍କକ୍ଷିପ୍ତ ହୋଇ ସାଲୁଜା ପେନଷ୍ଟାଣ୍ଡ ଫୋପାଡ଼ିଥିଲେ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: କଂଗ୍ରେସ, ଟେଣ୍ଡର, ବାଚସ୍ପତି, ମୁଖ୍ୟ ଖବର

ବୋମା ମାଡ଼ ଯୋଗୁଁ ଲୋକେ ଆତଙ୍କିତ

November 30, 2010 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ : ଅମରନାଥ ପରିଡ଼ା

ଜଗତସିଂହପୁର, ନଭେମ୍ବର ୩୦(ଓଡ଼ିଶା ଡ଼ଟ୍ କମ୍) ଜଗତସିଂହପୁର ଜିଲ୍ଲାରେ ଟେଣ୍ଡର ଫିକ୍ସିଂକୁ ନେଇ ମଙ୍ଗଳବାର ବୋମାମାଡ଼ା ହୋଇଥିବା ବେଳେ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି ।

ଜଳସେଚନ ବିଭାଗର ଇଂଜିନିୟର ପଦ୍ମନାଭ ପଣ୍ଡା ୟୁନାଇଟେଡ଼ ବ୍ୟାଙ୍କକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ଗାଡ଼ିଉପରକୁ ବୋମାମାଡ଼ କରିଥିଲେ । କିନ୍ତୁ ଏହି ସମୟରେ ସେ ଗାଡ଼ିନଥିବାରୁ ବର୍ତ୍ତି ଯାଇଥିଲେ ।

ଏଥିରେ ଗୁରୁତର ଆହତ ହୋଇଥିବା ଜୟପୁର ଗ୍ରାମର ଡ଼୍ରାଇଭର କାର୍ତ୍ତିକ ଚନ୍ଦ୍ର ବାରିକଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତିକରାଯାଇଛି ।

ଦୁର୍ବୃତ୍ତଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିବାରୁ ଜିଲ୍ଲାରେ ଆଇନଶୃଙ୍ଖଳା ପରିସ୍ଥିତି ଭୁଷୁଡ଼ି ପଡ଼ିଥିବା ଅଭିଯୋଗ ହୋଇଛି । ପ୍ରତ୍ୟେକ ମାସ ଦଶରୁ ପନ୍ଦର ବୋମାମାଡ଼ ଘଟଣା ହେଉଥିବାରୁ ସ୍ଥାନୀୟ ଲୋକମାନେ ଆତଙ୍କିତ ଅବସ୍ଥାରେ ରହୁଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଜଗତସିଂହପୁର, ଟେଣ୍ଡର, ମୁଖ୍ୟ ଖବର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ