• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଟ୍ରଫି

୩୦ ଜଣ ପ୍ରତିଭାବାନ ଯୁବ କଳାକାରଙ୍କୁ ସରକାରଙ୍କ ଟ୍ରଫି ପ୍ରଦାନ

May 1, 2015 by News Bureau Leave a Comment

ଓଡିଶା ଡଟ କମ ସଂବାଦ ଦାତା

ଭୁବନେଶ୍ଵର, ମଇ ୧ (ଓଡିଶା ଡଟ କମ) ପ୍ରଦର୍ଶନ କଳା , ଅଭିନୟ ଓ ଦୃଶ୍ୟ କଳାରେ ଉଲ୍ଲେଖନୀୟ କୃତିତ୍ଵ ହାସଲ କରିଥିବା ରାଜ୍ୟର ୩୦ ଜଣ କଳାକାରଙ୍କୁ ସରକାର ଶୁକ୍ରବାର ‘ମୁଖ୍ୟମନ୍ତ୍ରୀଙ୍କ ଟ୍ରଫି’ ପ୍ରଦାନ କରିଛନ୍ତି ।

ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଏହି ଟ୍ରଫି ପ୍ରଦାନ କରିଛନ୍ତି ।
ଓଡିଶା ଡଟ କମ

News Bureau
News Bureau

Filed Under: ମନୋରଞ୍ଜନ Tagged With: ଅଭିନୟ, ଟ୍ରଫି, ମୁଖ୍ୟମନ୍ତ୍ରୀ, ରବୀନ୍ଦ୍ର ମଣ୍ଡପ, ସରକାର

କ୍ରିକେଟର ନଟରାଜଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

November 8, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ନଭେମ୍ବର ୮(ଓଡ଼ିଶା ଡ଼ଟ୍ କମ୍) ନିକଟରେ ଅନୁଷ୍ଠିତ ରଣଜୀ ଟ୍ରଫି ମ୍ୟାଚରେ ଉଲ୍ଲେଖନୀୟ କୃତିତ୍ୱ ପାଇଁ କ୍ରିକେଟର ନଟରାଜ ବେହେରାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି ।

ସ୍ୱରାଷ୍ଟ୍ର ବିପକ୍ଷରେ ନଟରାଜ ଦ୍ୱିଶତକ ହାସଲ କରିଛନ୍ତି । ଜାତୀୟ କ୍ରିଡ଼ାରେ ନଟରାଜ ଓଡ଼ିଶାର ସମ୍ମାନ ବୃଦ୍ଧି କରିଛନ୍ତି । ସେ ଅନ୍ୟ ଯୁବ କ୍ରିକେଟର ମାନଙ୍କ ପାଇଁ ଆଦର୍ଶ ସୃଷ୍ଟି କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଭବିଷ୍ୟତରେ ଆହୁରି ସଫଳତା ହାସଲ କରି ଜାତୀୟ ଓ ଆନ୍ତର୍ଜାତୀୟ କ୍ରିକେଟ୍ରେ ସେ ଓଡ଼ିଶାର ସୁନାମ ବୃଦ୍ଧି କରିବେ, ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଟ୍ରଫି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ