• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ତୃତୀୟରାଉଣ୍ଡ

ଉମରକୋଟ:ତୃତୀୟ ରାଉଣ୍ଡରେ ବିଜେଡ଼ି ଆଗୁଆ

December 3, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଉମରକୋଟ,ଡ଼ିସେମ୍ବର୪(ଓଡ଼ିଶା ଡ଼ଟ୍ କମ୍)ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଉମରକୋଟ
ବିଧାନସଭା ଉପନିର୍ବାଚନ ପାଇଁ ରବିବାର ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ତୃତୀୟ ରାଉଣ୍ଡ
ଶେଷ ସୁଦ୍ଧା ଶାସକ ବିଜୁ ଜନତା ଦଳ ଆଗରେ ଥିବା ଜଣାପଡ଼ିଛି ।

ଏହି ରାଉଣ୍ଡ୍ ସୁଦ୍ଧା ବିଜେଡ଼ିର ସୁବାସ ସାହୁ ୧୧୭୩୧ ଭୋଟ ପାଇ ନିକଟତମ ପତିଦ୍ଵନ୍ଦୀ କଂଗ୍ରେସର
ଯତୀନ୍ଦ୍ର ଗଣ୍ଡଙ୍କ ଠାରୁ ୪୨୧୭ ଭୋଟରେ ଆଗୁଆଥିବା ବେଳେ ଏହି ରାଉଣ୍ଡ୍ ଶେଷ ସୁଦ୍ଧା ବିଜେପିର
ଧରମୁ ଗଣ୍ଡ ୭୩୪୪ ଭୋଟ ପାଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ତୃତୀୟରାଉଣ୍ଡ, ବିଜୁ ଜନତା ଦଳ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ