• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଦୁର୍ଘଟଣା

ଦୁର୍ଘଟଣାରେ ତିନି ମହିଳାଙ୍କ ସମେତ ଚାରି ଜଣଙ୍କ ମୃତ୍ୟୁ

November 26, 2011 by ଓଡିଶା ଡଟ କମ

ଢ଼େଙ୍କାନାଳ, ନଭେମ୍ବର ୨୬(ଓଡ଼ିଶା ଡ଼ଟ୍ କମ୍) ଢେଙ୍କାନାଳ ଜିଲ୍ଲାର ଏକ ସ୍ଥାନରେ ଟ୍ରକ୍ ଓ ବୋଲେରୋ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବାରୁ ତିନି ଜଣ ମହିଳାଙ୍କ ସମେତ ଚାରି ଜଣଙ୍କ ମୃତ୍ୟୁ ହୋଇଥିବା ପୋଲିସ ଶନିବାର କହିଛି ।

ବୋଲେରୋ ଗାଡ଼ିଟି ଦେବଗଡ଼ରୁ କେତେକ ଯାତ୍ରୀଙ୍କୁ ନେଇ ଫେରୁଥିବା ବେଳେ ଭୋର ସମୟରେ ପଂଚୁପଟୀ ଠାରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ଧକ୍କା ହୋଇଥିଲା ।

ଘଟଣାସ୍ଥଳରେ ଗାଡ଼ି ଡ଼୍ରାଇଭରଙ୍କ ସହ ତିନି ଜଣ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଚାରି ଜଣ ଗୁରୁତର ଆହତ ହୋଇଛନ୍ତି ।

ଆହତ ମାନଙ୍କୁ ପ୍ରଥମେ ସ୍ଥାନୀୟ ଡ଼ାକ୍ତରଖାନାରେ ଚିକିତ୍ସିତ କରାଯାଇ ପରେ କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡ଼ିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଢେଙ୍କାନାଳ, ଦୁର୍ଘଟଣା

କୋରାପୁଟ: ଦୁର୍ଘଟଣାରେ ତିନି ପୋଲିସ କର୍ମଚାରୀଙ୍କ ମୃତ୍ୟୁ

December 16, 2010 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

କୋରାପୁଟ, ଡ଼ିସେମ୍ବର ୧୬(ଓଡ଼ିଶା ଡ଼ଟ୍ କମ୍) କୋରାପୁଟ ଜିଲ୍ଲାର ଏକ ସ୍ଥାନରେ ସଡ଼କ ଦୁର୍ଘଟଣାରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ପୋଲିସ ଗୁରୁବାର କହିଛି ।

ଏହି ହୋମଗାର୍ଡ଼ମାନେ ମଟର ସାଇକେଲରେ ଗତକାଲି ରାତିରେ ସିପାଇପୁଟରୁ ଶେମିଳିଗୁଡ଼ା ଯାଉଥିବା ବେଳେ ମଟର ସାଇକେଲଟି ଏକ କାନ୍ଥରେ ବାଡ଼େଇ ହୋଇ ଓଲଟି ପଡ଼ିଥିଲା ।

ମୃତକମାନେ ହେଲେ ଚନ୍ଦ୍ର ଖେମୁଣ୍ଡି, ରାମଚନ୍ଦ୍ର ଜାନି ଓ ସନ୍ୟାସୀ ଗୁଟନ ଓ ଏମାନେ ନିକଟସ୍ଥ ରୋଷେଇପୁଟ ଗ୍ରାମର ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: କୋରାପୁଟ, କୋରାପୁଟ ଜିଲ୍ଲା, ଦୁର୍ଘଟଣା, ମୁଖ୍ୟ ଖବର

  • « Go to Previous Page
  • Page 1
  • Page 2

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ