ସାମ୍ବାଦିକଙ୍କ ଉପରେ ଆକ୍ରମଣକୁ ଏମ୍ୟୁଏଫ୍ପିର ନିନ୍ଦା

ଏକ ଦୈନିକ ସମ୍ବାଦପତ୍ରର ଜଣେ ସାମ୍ବାଦିକଙ୍କ ଉପରେ ହୋଇଥିବା ଆକ୍ରମଣକୁ ମିଡ଼ିଆ ୟୁନିଟି ଫର୍ ଫ୍ରିଡ଼ମ ଅଫ୍ ପ୍ରେସ(ଏମ୍ୟୁଏଫ୍ପି) ପକ୍ଷରୁ ଦୃଢ ନିନ୍ଦା କରାଯାଇଛି ।