• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପୂର୍ବତନ ସିପିଆଇ ବିଧାୟକ

ପୋସ୍କୋ ସଂଘର୍ଷ ଘଟଣାରେ ପୂର୍ବତନ ବିଧାୟକ ଗିରଫ

December 24, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ : ଅମରନାଥ ପରିଡ଼ା

ଜଗତସିଂହପୁର, ଡ଼ିସେମ୍ବର ୨୪(ଓଡ଼ିଶା ଡ଼ଟ୍ କମ୍) ପ୍ରସ୍ତାବିତ ପୋସ୍କୋ ପ୍ରକଳ୍ପ ଅଂଚଳରେ ନିକଟରେ ହୋଇଥିବା ସଂଘର୍ଷ ଘଟଣାରେ ପୋଲିସ ଶନିବାର ପୂର୍ବତନ ସିପିଆଇ ବିଧାୟକ ନାରାୟଣ ରେଡ୍ଡୀଙ୍କୁ ଗିରଫ କରିଛି ।

ଜଗତସିଂହପୁର ବସ୍କାଲିସ ପଏଂଣ ଜପ ନିକଟରୁ କୁଜଙ୍ଗ ଏର୍ସମା ପୋଲିସ ମିଳିତ ଭାବେ ଗିରଫ କରିଥିବା ଜଣେ ଅଧିକାରୀ କହିଛନ୍ତି । ଗିରଫ ପରେ ରେଡ୍ଡୀଙ୍କୁ କୁଜଙ୍ଗ କୋର୍ଟରେ ହାଜର କରାଯାଇଥିବା ବେଳେ ତାଙ୍କର ଜାମିନ ନାମଞ୍ଜୁର ହୋଇଯାଇଛି ।

ପୋସ୍କୋ ଅଂଚଳରେ ହୋଇଥିବା ହିଂସାକାଣ୍ଡ ଘଟଣାରେ ତାଙ୍କ ନାଁରେ ଥାନାରେ ମାମଲା ରୁଜୁ ହୋଇଥିଲା । ପୂର୍ବରୁ ପୋଲିସ ଏହି ସଂଘର୍ଷ ଘଟଣାରେ କଂଗ୍ରେସ ନେତା ଜୟନ୍ତ ବିଶ୍ୱାଳ, ବାପି ସର୍ଖେଲଙ୍କ ସମେତ ଛଅ ଜଣଙ୍କୁ ଗିରଫ କରିଛି ।

ଗତ ୧୪ ତାରିଖରେ ରାସ୍ତା କାମକୁ ନେଇ ପୋସ୍କୋ ବିରୋଧି ଏବଂ ରାସ୍ତା ନିର୍ମାଣ କରୁଥିବା କମ୍ପାନୀ କର୍ମଚାରୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା ଓ ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହେବା ସହ ୨୫ ଜଣ ଆହତ ହୋଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ପୂର୍ବତନ ସିପିଆଇ ବିଧାୟକ, ପୋସ୍କୋ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ