• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ପ୍ରଦୀପ ମାଝୀ

ସାଂସଦ ପ୍ରଦୀପ ମାଝୀଙ୍କୁ ହତ୍ୟା ଧମକ:ତଦନ୍ତ ତନାଘନା

November 9, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ନବରଙ୍ଗପୁର, ନଭେମ୍ବର ୯(ଓଡ଼ିଶା ଡ଼ଟ୍ କମ୍)- ନବରଙ୍ଗପୁର ସାଂସଦ ପ୍ରଦୀପ ମାଝୀଙ୍କୁ ହତ୍ୟା ଧମକ ଦିଆଯାଇଥିବା ସଂପର୍କରେ ଥାନାରେ ଏକ ମାମଲା ରୁଜୁ ହୋଇଛି ।

ନବରଙ୍ଗପୁରର ଯୁବ ଠିକାଦାର ଏ. ଶିବରାମ ରାଜୁ ହତ୍ୟା ଧମକ ଦେବା ସହ ଗାଳିଗୁଳଜ କରିଥିବା ଏହି ଏତଲାରେ ଉଲ୍ଲେଖ ରହିଛି ।

ନବରଙ୍ଗପୁର ଏସ୍ପି ବ୍ରଜେଶ ରାୟ କହିଛନ୍ତି ଯେ, ଏ ଘଟଣାର ତଦନ୍ତ ଚାଲିଛି । ସତ୍ୟାସତ୍ୟ ଜଣାପଡିବାପରେ କାର୍ଯ୍ୟାନୁଷ୍ଠାନ ହେବ । ଗତ ୬ ମାସଧରି ସେହି ଠିକାଦାର ଜଣକ ଧମକ ଦେଇ ଆସୁଥିଲା । ସେ ସାଂସଦଙ୍କ ଠାରୁ ଅର୍ଥ ଚାହୁଁଥିବାରୁ ଏପରି କରିଛି ବୋଲି ସାଂସଦ ଅଭିଯୋଗ କରିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର, ରାଜନୀତି Tagged With: ପ୍ରଦୀପ ମାଝୀ, ହତ୍ୟା ଧମକ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ