• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଫୁଲବାଣୀ

କନ୍ଧମାଳ ଦଙ୍ଗା: ଗୃହଦାହ ମାମଲାରେ ୧୪ ଜଣଙ୍କୁ ଦଣ୍ଡାଦେଶ

November 21, 2010 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ : ସୀମାଞ୍ଚଳ ପଟ୍ଟନାୟକ

ଫୁଲବାଣୀ, ନଭେମ୍ବର ୨୦(ଓଡ଼ିଶା ଡ଼ଟ୍ କମ୍) ୨୦୦୮ କନ୍ଧମାଳ ଦଙ୍ଗା ସମୟରେ ହୋଇଥିବା ଘରପୋଡ଼ି ମାମଲାର ବିଚାର କରି ଶନିବାର ସ୍ଥାନୀୟ ଅଦାଲତ ୧୪ ଜଣଙ୍କୁ ତିନି ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ।

ରାଇକିଆ ଥାନା ଅନ୍ତର୍ଗତ ବୁଦାମାହା ଗ୍ରାମର ଘରପୋଡ଼ି ମାଲାରେ ଫୁଲବାଣୀ ଫାଷ୍ଟଟ୍ରାକ୍ କୋର୍ଟ-୨ ବିଚାରପତି ସି.ଆର୍.ଦାସ ସାତ ଜଣ ଅଭିଯୁକ୍ତଙ୍କୁ ତିନି ବର୍ଷ ଲେଖାଏଁ କାରାଦଣ୍ଡାଦେ ଓ ୪୫୦୦ ଟଙ୍କା ଜରିମାନା ଆଦେଶ କରିଥିବା ଜଣେ ଆଇନଜୀବୀ କହିଛନ୍ତି ।

ସେହିପରି ବାଲିଗୁଡ଼ା ଥାନା ଅନ୍ତର୍ଗତ ସିନ୍ଧେରିଗାଁ ଘରପୋଡ଼ି ମାମଲାରେ ଅନ୍ୟ ସାତ ଜଣଙ୍କୁ ତିନି ବର୍ଷ ଲେଖାଏଁ କାରାଦଣ୍ଡାଦେଶ ସହ ୬୫୦୦ ଟଙ୍କା ଲେଖାଏଁ ଜରିମାନା ଆଦେଶ କରିଥିବା ବେଳେ ଜି.ଉଦୟଗିରି ଥାନା ଅନ୍ତର୍ଗତ ସୁଲେଦି ଗ୍ରାମର ଘରପୋଡ଼ି ମାମଲାରେ ବିଚାରପତି ପ୍ରମାଣ ଅଭାବରୁ ଛଅ ଜଣଙ୍କୁ ନିଦେ୍ର୍ଧାଶରେ ଖଲାସ କରିଦେଇଛନ୍ତି ।

୨୦୦୮ ଅଗଷ୍ଟ ୨୩ରେ ବିଶ୍ୱହିନ୍ଦୁ ପରିଷଦ ନେତା ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ଓ ତାଙ୍କର ଚାରି ଜଣ ସହଯୋଗୀଙ୍କ ହତ୍ୟା ପରେ ସମଗ୍ର ଜିଲ୍ଲାରେ ହିଂସାକାଣ୍ଡ ଦେଖାଦେଇଥିଲା । ହିଂସାକାଣ୍ଡରେ ୩୮ ଜଣଙ୍କ ମୃତ୍ୟୁ ହୋଇଥିଲା ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: କନ୍ଧମାଳ ଦଙ୍ଗା, ଫୁଲବାଣୀ, ବିଶ୍ୱହିନ୍ଦୁ ପରିଷଦ, ମୁଖ୍ୟ ଖବର, ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ

  • « Go to Previous Page
  • Page 1
  • Page 2
  • Page 3

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ