• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ବନ୍ୟା ବିତ୍ପାତ

ବନ୍ୟା କ୍ଷୟକ୍ଷତି ସହାୟତା ରାଶି ଦେବା ପାଇଁ ଅର୍ଥମନ୍ତ୍ରୀଙ୍କୁ ପତ୍ର

December 2, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଡ଼ିସେମ୍ବର ୨(ଓଡ଼ିଶା ଡ଼ଟ୍ କମ୍)ଚଳିତ ବର୍ଷ ବନ୍ୟାରେ ରାଜ୍ୟର ମୋଟ ୩୦ଟି ଜିଲ୍ଲା ମଧ୍ୟରୁ ୨୧ଟି ଜିଲ୍ଲା ରେ ବନ୍ୟା ବିତ୍ପାତ ଦେଖା ଦେଇଥିଲା । ଏ ନେଇ ୩୨୬୫.୩୮କୋଟି ଟଙ୍କା ସହାୟତା ରାଶି ଦେବା ପାଇଁ ରାଜ୍ୟ ସରକାର ଦୁଇ ଥର କେନ୍ଦ୍ର ସରକାରଙ୍କୁ ଜଣାଇଛନ୍ତି ।

ଏହା ପରେ କେନ୍ଦ୍ର ସରକାର ଏକ କେନ୍ଦ୍ରୀୟ ପ୍ରତିନିଧି ଦଳଙ୍କୁ ବନ୍ୟା କ୍ଷୟକ୍ଷତି ଆକଳନ କରିବା ପାଇଁ
ଓଡ଼ିଶାକୁ ପଠାଇଥିଲେ । ଉକ୍ତ ଦଳ ଯଦିଓ ଗତ ସେପ୍ଟେମ୍ବର ୩୦ତାରିଖରେ ପ୍ରଭାବିତ ଅଞ୍ଚଳଗୁଡ଼ିକୁ
ବୁଲି ଦେଖିଥିଲେ । ହେଲେ ଅନ୍ୟ ଏକ ଉଚ୍ଚ ସ୍ତରୀୟ କମିଟି ପୁର୍ନବାର ଏହାକୁ ତର୍ଜମା କରିବା କଥା ।

ତେଣୁ ଉକ୍ତ କମିଟି ଯଥାଶିଘ୍ର ଉଚିତ୍ ପଦକ୍ଷେପ ଗ୍ରହଣ କରି ଏହି ସହାୟତା ରାଶି ପ୍ରଦାନ କରିବା
ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏକ ପତ୍ର ମାଧ୍ୟମରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ପ୍ରଣବ
ମୁଖାର୍ଜୀଙ୍କୁ ଜଣାଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ବନ୍ୟା ବିତ୍ପାତ, ରାଜ୍ୟ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ