• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ବାଲୁକା କଳାକୃତି

ବାଲୁକା କଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ

January 2, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ପୁରୀ, ଜାନୁୟାରୀ ୨(ଓଡ଼ିଶା ଡ଼ଟ୍ କମ୍) ସୋମବାର ସଂଧ୍ୟାରେ ପ୍ରଧାନମନ୍ତ୍ରୀ ମନମୋହନ ସିଂହ
ଭୁବନେଶ୍ୱର ଆସୁଥିବାରୁ ତାଙ୍କୁ ସ୍ୱାଗତ କରିବା ପାଇଁ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀରେ ବାଲୁକା କଳାକୃତି କରିଛନ୍ତି ।

ସୁଦର୍ଶନ ବେଳାଭୂମିରେ ବାଲିରେ ପ୍ରଧାନମନ୍ତ୍ରୀଙ୍କ ଚାରି ଫୁଟ୍ ଉଚ୍ଚର ଏକ କଳାକୃତି କରିଛନ୍ତି । ଏଥିରେ ସେ ତିନି ଟନ୍ ବାଲି ବ୍ୟବହାର କରିଥିବା ବେଳେ ଏହା ଦେଖିବା ପାଇଁ ଲୋକମାନେ ସେଠାରେ ଭିଡ଼ ଜମାଇଛନ୍ତି ।

ପୂର୍ବରୁ ମଧ୍ୟ ସୁଦର୍ଶନ ବିଭିନ୍ନ ବିଷୟ ଉପରେ ପ୍ରଧାନମନ୍ତ୍ରୀଙ୍କ ବାଲୁକା କୃତି କରିଛନ୍ତି । ନାଲ୍କୋ ବ୍ରାଣ୍ଡ ଅମ୍ବାସାଡ଼ର ସୁର୍ଶନ ୪୭ରୁ ଉଦ୍ଧ୍ୱର୍ ଆର୍ନ୍ତଜାତୀୟ ବାଲୁକା କଳା ଚମ୍ପିୟାନସିପ୍ରେ ଅଂଶ ଗ୍ରହଣ କରିଛନ୍ତି ।

୩ରୁ୭ ପର୍ଯ୍ୟନ୍ତ ହେବାକୁ ଥିବା ୯୯ତମ ବିଜ୍ଞାନ କଂଗ୍ରେସର ଉଦଘାଟନ କରିବା ପାଇଁ ପ୍ରଧାନମନ୍ତ୍ରୀ ମନମୋହନ ସିଂହଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର, ମୁଖ୍ୟ ଖବର Tagged With: ପ୍ରଧାନମନ୍ତ୍ରୀ, ବାଲୁକା କଳାକୃତି

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ