• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ବିଦ୍ୟାଭବନ

ଭାରତୀୟ ବିଦ୍ୟାଭବନ ମ୍ୟାନେଜମେଂଟରେ କୀର୍ତିକଳ୍ପା ଟପ୍ପର

April 29, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅପ୍ରେଲ ୨୯(ଓଡ଼ିଶା ଡ଼ଟ୍ କମ୍) ଭାରତୀୟ ବିଦ୍ୟାଭବନ ଭୁବନେଶ୍ୱର ଶାଖାର
ମ୍ୟାନେଜମେଂଟ ଇନ୍ଷ୍ଟିଚ୍ୟୁଟ୍ର ୨୦୧୦-୧୨ ଗ୍ରାଜୁଏଟ୍ଙ୍କ ମଧ୍ୟରେ କୀର୍ତିକଳ୍ପନା ଦାସ ଟପ୍ପର ହୋଇଛନ୍ତି ।

ଶନିବାର ଅନୁଷ୍ଠିତ ଅନୁଷ୍ଠାନର ତୃତୀୟ ସମାବର୍ତନ ଉତ୍ସବରେ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେ ୨୦୦୯-୧୧ ଏବଂ ୨୦୧୦-୧୨ ଦୁଇ ବ୍ୟାଚ୍ର ଗ୍ରାଜୁଏଟ୍ ମାନଙ୍କୁ ସ୍ୱର୍ଣ୍ଣ ପକ ଓ ସାର୍ଟିଫିକେଟ ପ୍ରଦାନ କରିଥିଲେ ।

ସେହିପରି ୨୦୦୯-୧୧ ବ୍ୟାଚ୍ର ଗ୍ରାଜୁଏଟ୍ ମାନଙ୍କ ମଧ୍ୟରେ ପ୍ରସ୍ନଜିତ୍ ସରକାର ସ୍ୱର୍ଣ୍ଣପକ ହାସଲ କରିଛନ୍ତି । କୀର୍ତିକଳ୍ପା ଟପ୍ପର ହେବା ସହ ମାନବ ସମ୍ବଳ ବିଷୟରେ ସବୁଠାରୁ ଅଧିକ ନମ୍ବର ରଖି ସ୍ୱର୍ଣ୍ଣ ପଦକ ମଧ୍ୟ ପାଇଛନ୍ତି ।

ଏହି ଦୁଇ ବର୍ଷର ଦଶ ଜଣ ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ବିଭିନ୍ନ ବିଷୟରେ ଅଧିକ ନମ୍ବର ରଖି କୃତିତ୍ୱ ହାସଲ କରିଥିବାରୁ ପକମାନ ପ୍ରଦାନ କରାଯାଇଛି ।

ଉଲ୍ଲେଖଯୋଗ୍ୟ, କୀର୍ତିକଳ୍ପା ପୂର୍ବରୁ ଏକାଡ଼େମୀ ଟପ୍ପର ଭାବେ ସ୍ୱର୍ଣ୍ଣ ପଦକ ପାଇବାକୁ ଯୋଗ୍ୟ ବିବେଚିତ ହୋଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ବିଦ୍ୟାଭବନ, ଭାରତୀୟ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ