• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ବିଶ୍ୱ ଏଡ୍ସ ଦିବସ

ବିଶ୍ୱ ଏଡ୍ସ ଦିବସ ଅବସରରେ ମିନି ମାରାଥନ୍

December 1, 2011 by ଓଡିଶା ଡଟ କମ

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଡ଼ିସେମ୍ବର ୧(ଓଡ଼ିଶା ଡ଼ଟ୍ କମ୍) ବିଶ୍ୱ ଏଡ୍ସ ଦିବସ ଅବସରରେ ଏଡ୍ସ ରୋଗ ପ୍ରତି ଜନସଚେତନତା ସୃଷ୍ଟି କରିବାର ଲକ୍ଷ୍ୟରେ ଗୁରୁବାର ରାଜଧାନୀ ଭୁବନେଶ୍ୱରରେ ମିନି ମାରାଥନ୍ ଆୟୋଜିିତ ହୋଇଯାଇଛି ।

ଇନ୍ଫୋସିଟି ଠାରୁ କଳିଙ୍ଗ ଷ୍ଟାଡ଼ିୟମ ପର୍ଯ୍ୟନ୍ତ ହୋଇଥିବା ଏହି ମାରାଥନ ଦୌଡ଼ରେ ଛାତ୍ରଛାତ୍ରୀ, କର୍ପୋରେଟ୍ ଅଧିକାରୀ, ଆରକ୍ଷୀ ବାହିନୀ, ସିଆର୍ପିଏଫ୍ ଯବାନ, ଅଭିନେତା, ବୁଦ୍ଧିଜୀବି, ଖେଳାଳୀ ଅଂଶଗ୍ରହଣ କରିଥିଲେ ।

ଗତ ତିନି ବର୍ଷ ଧରି ଓଟିଭି ପକ୍ଷରୁ ଏଭଳି ଗଣଦୌଡର ଆୟୋଜନ କରାଯାଉଛି । ସମାଜକୁ ସଂମ୍ପୂର୍ଣ୍ଣ ଏଡ୍ସ୍ ମୁକ୍ତ କରିବା ସମସ୍ତଙ୍କର ସମର୍ଥନ ଦରକାର ବୋଲି ଏହି ଅବସରରେ ଓଟିଭି ନେଟ୍ୱର୍କର ନିର୍ଦ୍ଦେଶିକା ଜାଗୀମଙ୍ଗତ ପଣ୍ଡା କହିଛନ୍ତି ।

ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ପୋଲିସ କମିଶନର ବିଜୟ ଶର୍ମା ପ୍ରମୁଖ ଏଥିରେ ଯୋଗ ଦେଇଥିଲେ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ସ୍ୱାସ୍ଥ୍ୟ Tagged With: ବିଶ୍ୱ ଏଡ୍ସ ଦିବସ, ଭୁବନେଶ୍ୱର, ସ୍ୱାସ୍ଥ୍ୟ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ