• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ବ୍ଲକ ଦୁର୍ନୀତି

ବ୍ଲକ ଦୁର୍ନୀତିରେ ସଂପୃକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

August 28, 2012 by admin Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଅଗଷ୍ଟ ୨୮(ଓଡ଼ିଶା ଡ଼ଟ୍ କମ୍)-ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକରେ ହୋଇଥିବା ଦୁର୍ନୀତି ଅଭିଯୋଗର ସବୁ ଅଭିଯୋଗର ତୁରନ୍ତ ତଦନ୍ତ କରାଯିବ । ପଞ୍ଚାୟତରାଜ ବିଭାଗ କୌଣସି ଅଭିଯୋଗକୁ ଲୁଚାଇ ରଖିବ ନାହିଁ । ଯିଏ ଯେତେ ବଡ ହେଉଥାଉନା କାହିଁକି କାର୍ଯ୍ୟାନୁଷ୍ଠାନ ହେବ । ଜିଲ୍ଲାପାଳଙ୍କ ରିପୋର୍ଟରେ ସମୀକ୍ଷା କରିଯିବ । ସ୍ୱତନ୍ତ୍ର ଅଡିଟ୍ କରାଯିବ ବୋଲି ପଂଚାୟତରାଜ ମନ୍ତ୍ରୀ ଶ୍ରୀ କଳ୍ପତରୁ ଦାସ କହିଛନ୍ତି ।

ବିଧାୟକ ଅନୁପ କୁମାର ସାଏ ଏକ ପ୍ରଶ୍ନ ମାଧ୍ୟମରେ ଲଖନପୁର ବ୍ଲକରେ ମୋ କୁଡିଆ,ମୋ ପୋଖରୀ ଓ ବିଆରଜି ଏଫ ଯୋଜନାରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରିଥିଲେ । ସେ କହିଥିଲେ ଯେ,ବାରମ୍ବାର ଦାବି ସତ୍ଵେ ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ । ମହିଳା ସରପଞ୍ଚକୁ ବିଡିଓ ଆତଙ୍କିତ କରୁଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର, ରାଜନୀତି Tagged With: ବ୍ଲକ ଦୁର୍ନୀତି, ମହିଳା ସରପଞ୍ଚ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ