• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଭବନୀପାଟଣା

ଦଶପୁର ଠାରେ ବିଜେଡିର କର୍ମୀ ସମ୍ମିଳନୀ

November 15, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଜୁନାଗଡ,ନଭେମ୍ବର ୧୫(ଓଡ଼ିଶା ଡ଼ଟ୍ କମ୍)-ଦଶପୁର ଠାରେ ବିଜେଡିର କର୍ମୀ ସମ୍ମିଳନୀ

ଜୁନାଗଡ ନିର୍ବାଚନ ମଣ୍ଡଳୀର ଦଶପୁର ଠାରେ ଏହି କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି । କୃଷିମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ଧର୍ମଗଡରେ ପhanchiହଞ୍ଚିବା ପରେ ଏକ ମୋଟର ସାଇକେଲ ଶୋଭାଯାତ୍ରାରେ ଦଶପରୁ ପର୍ଯନ୍ତ ଯାଇଥିଲେ ।

ଆଜିର କର୍ମୀ ସମ୍ମିଳନୀରେ ସ୍ଥାନୀୟ ବିଧାୟକ ପୁଷ୍ପେନ୍ଦର ସିଂହଦେଓ, ଜିଲ୍ଲା ସଭାପତି ବଳଭଦ୍ର ମାଝି ପ୍ରମୁଖ ଉପସ୍ଥିତ ଥିଲେ । ଏହାପରେ ଲାଞ୍ଜିଗଡ ଓ ଭବନୀପାଟଣାରେ ବିଜେଡି ତରଫରୁ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହେବ ।

ବିଜୁ ଜନତା ଦଳ ତରଫରୁ ମଧ୍ୟ କାର୍ଯ୍ୟକାରୀ କମିଟିର ଏକ ବୈଠକ ଚଳିତ ମାସ ୧୬ ତାରିଖ ପୂର୍ବାହ୍ନ ୧୦.୩୦ମିନିଟରେ ସ୍ଥାନୀୟ ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: କଂଗ୍ରେସ, ବିଜେଡ଼ି, ଭବନୀପାଟଣା, ଲାଞ୍ଜିଗଡ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ