• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମହିଳା ମାଓବାଦୀ

ସମ୍ବଲପୁର: ମହିଳା ମାଓବାଦୀ ଗିରଫ

May 12, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ସମ୍ବଲପୁର, ମଇ ୧୨(ଓଡ଼ିଶା ଡ଼ଟ୍ କମ୍) ସମ୍ବଲପୁର ଜିଲ୍ଲା ନାକଟିେଉଳ ଅନ୍ତର୍ଗତ ଜଙ୍ଗଲରୁ ଶନିବାର ଜଣେ ମହିଳା ମାଓବାଦୀକୁ ଗିରଫ କରିଥିବା ପୋଲିସ କହିଛି ।

ହତ୍ୟା ସମେତ ବିଭିନ୍ନ ହିଂସାକାଣ୍ଡରେ ସଂପୃକ୍ତ ରେବତୀ ନାୟକକୁ ପୋଲିସ କୁମ୍ବିଂ ଅପରେଶନ ବେଳେ ଗିରଫ କରିଥିବା ଜଣେ ଅଧିକାରୀ କହିଛନ୍ତି ।

ରେବତୀ ୨୦୦୩ରୁ ସିପିଆଇ ମାଓବାଦୀ ସଂଗଠନର ସମ୍ବଲପୁର-ଦେବଗଡ଼-ସୁନ୍ଦରଗଡ଼ ଜୋନାଲ କମିଟି ସଦସ୍ୟ ଭାବେ କାର୍ଯ୍ୟ କରୁଥିବା ବେଳେ ତା’ ନାଁରେ ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାରେ ପ୍ରାୟ ୧୫ରୁ ଅଧିକ ମାମଲା ରହିଛି, ସେ କହିଛନ୍ତି ।

ସେ ଓଡ଼ିଶା ବ୍ୟତୀତ ଝାଡ଼ଖଣ୍ଡରେ ମଧ୍ୟ ସକ୍ରିୟଥିଲା ବୋଲି ସେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ମହିଳା ମାଓବାଦୀ, ସମ୍ବଲପୁରୀ

ଗଜପତି: ମହିଳା ମାଓବାଦୀର ଆତ୍ମସମର୍ପଣ

January 25, 2012 by admin Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ପାରଳାଖେମୁଣ୍ଡି, ଜାନୁୟାରୀ ୨୫(ଓଡ଼ିଶା ଡ଼ଟ୍ କମ୍) ଗଜପତି ଜିଲ୍ଲାରେ ବୁଧବାର ବିଭିନ୍ନ ହିଂସାକାଣ୍ଡରେ ସଂପୃକ୍ତ ଜଣେ ମହିଳା ମାଓବାଦୀ ଆତ୍ମସମର୍ପଣ କରିଥିବା ପୋଲିସ କହିଛି ।

୨୦୦୯ରୁ ବିଭିନ୍ନ ମାଓବାଦୀ କାର୍ଯ୍ୟକଳାପରେ ସଂପୃକ୍ତ ଥିବା ଅଡ଼ବା ଥାନା ଅନ୍ତର୍ଗତ ଗଙ୍ଗମୁଣ୍ଡା ଗ୍ରାମର ତବିତା ମଲ୍ଲିକ ଆତ୍ମସମର୍ପଣ କରିଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି ।

ବାଶଧାରା ଓ ଘୁମସର ଡ଼ିଭିଜନର ସଦସ୍ୟ ତବିତା କନ୍ଧମାଳ ଜିଲ୍ଲା କୋଟଗଡ଼ ବ୍ଲକ ସମିତି ସଭ୍ୟ  ହତ୍ୟାକାଣ୍ଡ ଏବଂ ଗୋପିନାଥପୁର ଅଂଚଳରେ ପୋଲିସ ସହ ଗୁଳିବିନିମୟରେ ସଂପୃକ୍ତ ଥିବା ସେ କହିଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ଗଜପତି, ମହିଳା ମାଓବାଦୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ