• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମାଓବାଦୀଙ୍କ ବନ୍ଦ ଡାକରା

ମାଓବାଦୀଙ୍କ ବରଗଡ, ବଲାଙ୍ଗୀର ବନ୍ଦ ଡାକରା

September 28, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ : ଶାନ୍ତନୁ ବିଶ୍ୱାଳ

ବରଗଡ଼, ସେପ୍ଟେମ୍ବର ୨୮(ଓଡ଼ିଶା ଡ଼ଟ୍ କମ୍) -ବଲାଙ୍ଗୀର ଓ ବରଗଡ ବନ୍ଦ ପାଇଁ ମାଓବାଦୀମାନେ ଅକ୍ଟୋବର ୧ ତାରିଖକୁ ଦିନ ଧାର୍ଯ୍ୟ କରିବା ପରେ ଅଞ୍ଚଳରେ ପୁଣି ଭୟର ବାତାବରଣ ଦେଖାଯାଇଛି ।

ଛତିଶଗଡ, ମହାସମୁନ୍ଦ ଡିଭିଜନ ପକ୍ଷରୁ ଏହି ଡାକରା ଦିଆଯାଇଛି । ବନ୍ଦ ନିମ୍ନ ବର୍ଗର ଆଦିବାସୀ ଦଳିତ ମାନଙ୍କୁ ଅନ୍ୟାୟ ଅତ୍ୟାଚାର ବିରୋଧରେ କରାଯାଉଛି ବୋଲି ଡିଭିଜନ ପକ୍ଷରୁ ସୂଚନା ଦିଆଯାଇଛି ।

ଏ ମର୍ମରେ ପାଇକମାଲରେ ହିନ୍ଦିରେ ଲେଖାଥିବା ଏକ ମାଓ ପୋଷ୍ଟର ମିଳିବା ପରେ ପୋଲିସ ପକ୍ଷରୁ ତଦନ୍ତ ଚାଳିଛି । ତେବେ ବନ୍ଦର ପ୍ରଭାବ ଜିଲ୍ଲାର ସବୁ ଅଞ୍ଚଳର ହେବାର ସମ୍ଭାବନା ନେଇ ଜନ ଚର୍ଚ୍ଚା ରହିଛି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ବରଗଡ଼, ବଲାଙ୍ଗୀର, ମାଓବାଦୀଙ୍କ ବନ୍ଦ ଡାକରା

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ