• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମାଗଣା ଔଷଧ

ମଇ ପହିଲାରୁ ସରକାରୀ ଚିକିତ୍ସାଳୟରେ ମାଗଣା ଔଷଧ

April 28, 2015 by News Bureau Leave a Comment

ଭୁବନେଶ୍ଵର, ଏପ୍ରିଲ ୨୮ (ଓଡିଶା ଡଟ କମ) ମଇ ପହିଲାରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ମାଗଣା ଔଷଧ ଯୋଗାଇ ଦିଆଯିବ, ମୁଖ୍ୟ ମନ୍ତ୍ରୀ ନବୀନ ପଟନାୟକ ମଙ୍ଗଳବାର ଘୋଷଣା କରିଛନ୍ତି ।

ପରବର୍ତ୍ତୀ ସମୟରେ ରାଜ୍ୟର ସମସ୍ତ ସରକାରୀ ଚିକିତ୍ସାଲୟକୁ ଆସୁଥିବା ରୋଗୀ ମାନଙ୍କୁ ଜେନେରିକ ମେଡିସିନ ଯୋଗାଇ ଦିଆଯିବ ବୋଲି ପଟ୍ଟନାୟକ ଭୁବନେଶ୍ଵର ଠାରେ ଓଡିଶା ରାଜ୍ୟ ଔଷଧ ନିଗମର ନୂତନ କାରଯାଲୟ ଉଦଘାଟନ କରିବା ଅବସରରେ କହିଛନ୍ତି । ଏଥିପାଇଁ ରାଜ୍ୟ ସରକାର ୨୦୦ କୋଟି ଟଙ୍କାର ଅର୍ଥ ବଜେଟରେ ଚଳିତ ବର୍ଷ ପାଇଁ ବରାଦ କରିଥିବା ସେ କହିଛନ୍ତି ।

ମାଗଣା ଔଷଧର ସୁପରିଚାଳନା ପାଇଁ ପ୍ରତି ଚିକିତ୍ସାଳୟରେ ଔଷଧ ବିତରଣ କେନ୍ଦ୍ର ଖୋଲାଯିବା ସହିତ ୫୯୮ ଜଣ ଫାର୍ମାସିଷ୍ଟଙ୍କୁ ନିଯୁକ୍ତି ଦିଆ ଯାଉଥିବା ସେ କହିଛନ୍ତି । ଔଷଧ ବ୍ୟତିତ ରୋଗୀ ମାନେ କିପରି ମାଗଣାରେ ବିଭିନ୍ନ ପରୀକ୍ଷା କରିପାରିବେ ସେଥିପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ।

ଓଡିଶା ଡଟ କମ

News Bureau
News Bureau

Filed Under: ସ୍ୱାସ୍ଥ୍ୟ Tagged With: ଚିକିତ୍ସାଳୟରେ, ମାଗଣା ଔଷଧ, ସରକାରୀ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ