• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ମୌସୁମୀ ଅଧିବେଶନ

୨୮ରୁ ବିଧାନସଭା ମୌସୁମୀ ଅଧିବେଶନ

August 7, 2012 by admin

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଅଗଷ୍ଟ ୭(ଓଡ଼ିଶା ଡ଼ଟ୍ କମ୍) ରାଜ୍ୟ ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବାକୁ ଥିବା ବେଳେ ଏହା ସେପ୍ଟେମ୍ବର ୭ ତାରିଖ ପର୍ଯ୍ୟନ୍ତ ଚାଲିବ ।

ଅଧିବେଶନ ୧୦ଦିନ ପାଇଁ ଚାଲିବାକୁ ଥିବା ବେଳେଦୁଇଟି ବେସରକାରୀ କାର୍ଯ୍ୟ ଦିବସ ସହ ସମୁଦାୟ ୧୦ଟି କାର୍ଯ୍ୟ ରହିଛି । ଏଥିରେ ୯ ଜଣ ମନ୍ତ୍ରୀ, ସରକାରୀ ଦଳ ମୁଖ୍ୟ ସଚେତକ ଓ ଉପ ମୁଖ୍ୟ ସଚେତକ ନୂତନ ଭାବେ କାର୍ଯ୍ୟ ସଂପାଦନ କରିବେ ।

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ବିଧାନସଭା, ମୌସୁମୀ ଅଧିବେଶନ

ଅଗଷ୍ଟ ୧୭ରୁ ବିଧାନସଭା ମୌସୁମୀ ଅଧିବେଶନ

July 28, 2011 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର,ଜୁଲାଇ ୨୮(ଓଡ଼ିଶା ଡ଼ଟ୍ କମ୍) ଓଡ଼ିଶା ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତା ଅଗଷ୍ଟ ୧୭ରୁ ଆରମ୍ଭ କରିବାକୁ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟପାଳଙ୍କୁ ପ୍ରସ୍ତାବ ଦିଆଯାଇଛି ।

ଏହି ଅଧିବେଶନ ଅଗଷ୍ଟ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓ ଏଥିରେ ଦଶଟି କାର୍ଯ୍ୟ ଦିବସ ରହିଛି ।ଚଳିତ ବର୍ଷ ବିଧାନସଭା ଅଧିବେଶନ ବସିବାକୁ ଆଉ ୨୯ଦିନ ବାକି ରହିଛି ।

ମୌସୁମୀ ଅଧିବେଶନ ୧୦ଦିନ ଯିବା ପରେ ଆଉ ୧୯ଦିନ ରହିବ । ଶୀତକାଳୀନ ଅଧିବେଶନରେ ତାହା ପୂରଣ ହେବ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଅଗଷ୍ଟ, ମୁଖ୍ୟ ଖବର, ମୌସୁମୀ ଅଧିବେଶନ, ରାଜ୍ୟପାଳ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ