• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ରାଜ୍ୟପାଳ ପୁରସ୍କାର

ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ବରଗଡର ଶୁଭମ ପ୍ରଥମ

October 9, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ : ଶାନ୍ତନୁ ବିଶ୍ୱାଳ

ବରଗଡ଼ ,ଅକ୍ଟୋବର ୯(ଓଡ଼ିଶା ଡ଼ଟ୍ କମ୍)- – ଚଳିତ ବର୍ଷ ରାଜ୍ୟ ମୁଖ୍ୟ ବନ ସଂରକ୍ଷଣ, ଓଡ଼ିଶାଙ୍କ ହୋଇଥିବା ୫୮ତମ ବନ୍ୟଜନ୍ତୁ ସୁରକ୍ଷା ସପ୍ତାହ ପାଳନ ଅବସରରେ ଆୟୋଜିତ ହୋଇଥିବା ଚିତ୍ରାଙ୍କନ ପ୍ରତିଯୋଗିତାରେ ବିକାଶ ଆବାସିକ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଶୁଭମ୍ ପଟ୍ଟନାୟକ ରାଜ୍ୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି ।

ଗତ ୬ ତାରିଖରେ ଭୂବନେଶ୍ୱର ଜୟଦେବ ଭବନ ଠାରେ ଆୟୋଜିତ ପୁରସ୍କାର ବିତରଣୀ ସମାରୋହରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶୁଭମକୁ ପ୍ରଥମ ପୁରସ୍କାର ସ୍ୱରୂପ ୫୦୦୦ ଟଙ୍କା ତଥା ମାନପତ୍ର ଦେଇ ସମ୍ମାନିତ କରିଥିଲେ ।

ସୂଚନାଯୋଗ୍ୟ ଯେ, ଶୁଭମ ଏହା ପୂର୍ବରୁ ରାଜ୍ୟପାଳ ପୁରସ୍କାର , ରାଜୀବଗାନ୍ଧୀ ପ୍ରତିଭା ପୁରସ୍କାର ସହ ଅନେକ ରାଜ୍ୟ ତଥା ଜିଲ୍ଲା ସ୍ତରରେ ଚିତ୍ରାଙ୍କନ ପ୍ରତିଯୋଗିତାରେ ଅନେକ ସଫଳତା ପାଇ ସାରିଛନ୍ତି । ତାଙ୍କର ଏହି ସଫଳତା ପାଇଁ ବିକାଶ ମ୍ୟାନେଜମେଣ୍ଟ ସଦସ୍ୟ ସହ ସ୍କୁଲ ଅଧ୍ୟକ୍ଷ ଅଭିନନ୍ଦନ ଜଣାଇଛନ୍ତି ।

ଶୁଭମ ବରଗଡ଼ ନିବାସୀ ଜୟଦୀପ ପଟ୍ଟନାୟକ ଓ ଅମୀତା ପଟ୍ଟନାୟକଙ୍କ କନିଷ୍ଠ ପୁତ୍ର ଅଟନ୍ତି ।

ଓଡିଶା ଡଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ଓଡିଶା ଖବର Tagged With: ଜୟଦେବ ଭବନ, ରାଜୀବଗାନ୍ଧୀ ପ୍ରତିଭା ପୁରସ୍କାର, ରାଜ୍ୟପାଳ ପୁରସ୍କାର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ