• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ରାଷ୍ଟ୍ରୀୟ ମର୍ଯ୍ୟାଦା

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ଵର୍ଗଦ୍ଵାରରେ ଜାନକୀଙ୍କ ଶେଷକୃତ୍ୟ

April 22, 2015 by ନିଉଜ ଡେସ୍କ Leave a Comment

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ଵର୍ଗଦ୍ଵାରରେ ଜାନକୀଙ୍କ ଶେଷକୃତ୍ୟ

ଭୁବନେଶ୍ଵର, ଏପ୍ରିଲ ୨୨ (ଓଡିଶା ଡଟ କମ) ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ପୂର୍ବତନ ଓଡିଶା ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ପୁରୀ ସ୍ଵର୍ଗଦ୍ଵାରରେ ବୁଧବାର ଶେଷ କୃତ୍ୟ ସମ୍ପନ୍ନ ହୋଇଛି ।

ପୁତ୍ର ପୃଥ୍ବୀ ବଲ୍ଲଭ ତାଙ୍କୁ ମୁଖାଗ୍ନି ଦେଇଥିଲେ । ବୁଧବାର ପ୍ରଥମେ ଏହି ମହାନ ନେତାଙ୍କ ମର ଶରୀର କଂଗ୍ରେସ ଭବନକୁ ଓ ପରେ ତାଙ୍କର ଗ୍ରାମ ରାମେଶ୍ଵରକୁ ଶୋଭାଯାତ୍ରାରେ ନିଆ ଯାଇଥିଲା । ହଜାର ହଜାର କଂଗ୍ରେସ କର୍ମୀ, ଶୁଭେଚ୍ଛୁ ଓ ସମାଜର ବିଭିନ୍ନ ବର୍ଗର ଲୋକ ଉଭୟ ସ୍ଥାନରେ ତାଙ୍କର ଶେଷ ଦର୍ଶନ କରିଥିଲେ।

ପୁରୀ ସ୍ଵର୍ଗ ଦ୍ଵାରରେ ମଧ୍ୟ ତାଙ୍କ ଶେଷଦର୍ଶନ କରିବା ପାଇଁ ବ୍ୟାପକ ଜନ ସମାଗମ ହୋଇଥିଲା ।

ଅଖିଳ ଭାରତୀୟ କଂଗ୍ରେସ କମିଟିର ସଦସ୍ୟ ଗୁଲାମ ନବି ଆଜାଦ ପାର୍ଟି ଅଧକ୍ଷ୍ୟା ସୋନିଆ ଗାନ୍ଧୀ ଓ ଉପାଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ତରଫରୁ ଜାନକୀଙ୍କୁ ଶ୍ରଦ୍ଧାଞ୍ଜଳି ଦେବାପାଇଁ ଭୁବନେଶ୍ଵରରେ ପହଞ୍ଚି ଥିଲେ ଓ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଥିଲେ ।

ଓଡିଶା ଡଟ କମ

ନିଉଜ ଡେସ୍କ
ନିଉଜ ଡେସ୍କ

Filed Under: ରାଜନୀତି Tagged With: ଜାନକୀ ବଲ୍ଲଭ ପଟ୍ଟନାୟକ, ରାଷ୍ଟ୍ରୀୟ ମର୍ଯ୍ୟାଦା, ସ୍ଵର୍ଗଦ୍ଵାର

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ