• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ରୌପ୍ୟ ପଦକ

ସୁଟିଂ ଚାମ୍ପିଅନସିପ୍ରେ ଓଡ଼ିଶାର ଶ୍ରୀୟଙ୍କାଙ୍କୁ ରୌପ୍ୟ ପଦକ

January 16, 2012 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଜାନୁୟାରୀ ୧୬(ଓଡ଼ିଶା ଡ଼ଟ୍ କମ୍) ଦୋହା ଠାରେ ଅନୁଷ୍ଠିତ ୧୨ତମ ଏସିଆନ ସୁଟିଂ ଚାମ୍ପିଅନସିପ୍ରେ ଓଡ଼ିଶା ଶ୍ରୀୟଙ୍କା ଷଡ଼ଙ୍ଗୀ ରୌପ୍ୟ ପଦକ ହାସଲ କରିଛନ୍ତି ।

ସମ୍ବଲପୁର ନିବାସୀ କର୍ଣ୍ଣଲ ଏସ୍.ସି.ଷଡ଼ଙ୍ଗୀ ଏବଂ ସୁଧା ଷଡ଼ଙ୍ଗୀଙ୍କ କନ୍ୟା ଶ୍ରୀୟଙ୍କା ମହିଳା ବର୍ଗର ୧୦ ମିଟର ଏୟାର ରାଇଫଲରେ ଏହି ପଦକ ହାସଲ କରି ରାଜ୍ୟ ତଥା ଦେଶ ପାଇଁ ଆଣିଦେଇଛନ୍ତି ।

ସେହିପରି ଗତ ୨୦୧୧ ଅକ୍ଟୋବରରେ କୁୱେତ୍ରେ ଅନୁଷ୍ଠିତ ଏସିଆନ ଏୟାର ଗନ୍ ଚାମ୍ପିଅନସିପ୍ରେ ଅର୍ନ୍ତଜାତୀୟ ସ୍ୱର୍ଣ୍ଣ ପଦକ ହାସଲ କରିଥିଲେ ।

୨୦୧୦ରେ ଜର୍ମାନୀରେ ଅନୁଷ୍ଠିତ ୫୦ତମ ଆଇଏସ୍ଏସ୍ଏଫ୍ ସୁଟିଂ ଚାମ୍ପିୟନସିପ୍ରେ ପ୍ରତିନିଧିତ୍ୱ କରିଥିଲେ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଖେଳ, ଚାମ୍ପିଅନ, ରୌପ୍ୟ ପଦକ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ