• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ଲୁହାପଥର ଚାଲାଣ

ତିନି ଖଣି ମାଫିଆ ଗିରଫ, ଲୁହାପଥର ଜବତ

October 31, 2011 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

କେନ୍ଦୁଝର, ଅକ୍ଟୋବର ୩୧(ଓଡ଼ିଶା ଡ଼ଟ୍ କମ୍) ବେଆଇନ ଭାବେ ଲୁହାପଥର ଚୋରା ଚାଲାଣ କରୁଥିବା ଅଭିଯୋଗରେ କେନ୍ଦୁଝର ଜିଲ୍ଲରୁ ତିନି ଜଣ ଖଣି ମାଫିଆଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ୨୦ ଟନ୍ ଲୁହାପଥର ଜବତ କରଥିବା ସୋମବାର ପୋଲିସ କହିଛି ।

ନାଳନ୍ଦା ଅଞ୍ଚଳରେ ରବିବାର ସଂଧ୍ୟାରେ ଚଢାଉ କରି ଏମାନଙ୍କୁ ଗିରଫ କରିଥିବା ଜଣେ ଅଧିକାରୀ  କହିଛନ୍ତି । ସଂପୃକ୍ତ ବ୍ୟକ୍ତିମାନେ ବିଭିନ୍ନ ଖଣିରୁ ବେଆଇନ ଭାବେ ଖନନ କରି ଚୋରାରେ ଲୁହାପଥର ଚାଲାଣ କରୁଥିବା ପୋଲିସ କହିଛି ।

ଗିରଫ ବ୍ୟକ୍ତିମାନେ ହେଲେ ସଚ୍ଚିକାନ୍ତ ନାୟକ, ମହମ୍ମତାବରେଜ ଏବଂ ସୁଦୀପ ଦାସ ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଅପରାଧ, ଖଣି, ଲୁହାପଥର ଚାଲାଣ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ