• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସମବାୟ ସଂସ୍ଥା

ସମବାୟ ପରିଚାଳନା: ହାଇକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ

January 27, 2012 by admin Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ନୂଆିଲ୍ଲୀ, ଜାନୁୟାରୀ ୨୭(ଓଡ଼ିଶା ଡ଼ଟ୍ କମ୍) ସମବାୟ ସଂସ୍ଥା ତଥା ବ୍ୟାଙ୍କ ପରିଚାଳନା ନେଇ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟ ଉପରେ ଶୁକ୍ରବାର ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି ।

କଟକ ସମବାୟ ବ୍ୟାଙ୍କ ସହ ୨୪ଟି ସମବାୟ ସଂସ୍ଥାରେ ଥିବା ରାଜ୍ୟ ସରକାରଙ୍କ ଦ୍ୱାରା ମନୋନୀତ ପରିଷଦକୁ ହାଇକୋର୍ଟ ନିକଟରେ ଅସିଦ୍ଧ ଘୋଷଣା କରିଥିଲେ ।

ମନୋନୀତ ପରିଷଦକୁ ହଟାଇ ନିର୍ବାଚିତ ପ୍ରତିନିଧି ଏହାର ଦାୟୀତ୍ୱ ତୁଲାଇବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେବା ସହ ଛଅ ମାସ ମଧ୍ୟରେ ସମବାୟ ସଂସ୍ଥା ଗୁଡ଼ିକରେ ନିର୍ବାଚନ କରିବାକୁ କହିଥିଲେ ।

ତେବେ ଏହି ରାୟକୁ ଚ୍ୟାଲେଞ୍ଜ କରି କଟକ ସମବାୟ ବ୍ୟାଙ୍କ ଏବଂ ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ
ଦ୍ଵାରସ୍ଥ ହୋଇଥିଲେ ।

ଏହି ସ୍ଥଗିତାଦେଶ ଫଳରେ ପୂର୍ବଭଳି ସରକାରଙ୍କ ଦ୍ୱାରା ମନୋନୀତ ପରିଷଦ ସମବାୟ ସଂସ୍ଥା ଗୁଡ଼ିକର କାର୍ଯ୍ୟ ତୁଲାଇବେ ବୋଲି ଜଣେ ଆଇନଜୀବୀ କହିଛନ୍ତି

ଓଡ଼ିଶା ଡ଼ଟ୍ କମ୍

admin
admin

Filed Under: ମୁଖ୍ୟ ଖବର Tagged With: ସମବାୟ ସଂସ୍ଥା, ସୁପ୍ରିମକୋର୍ଟ, ହାଇକୋର୍ଟ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ