ଦୁବାଇ ଠାରେ ପ୍ରବାସୀ ଓଡିଆଙ୍କ ପୁଷପୁନି ପାଳନ

ଓଡିଶା ଡଟକମ ସଂବାଦ ଦାତା ଦୁବାଇ, ଜାନୁଆରୀ ୨୧ (ଓଡିଶା ଡଟ କମ) ଦୁବାଇ ଠାରେ ପଶ୍ଚିମ ଓଡିଶାର କୃଷି ଭିତ୍ତିକ ଗଣ ପର୍ବ ପୁଷପୁନି ବ୍ୟାପକ ଜାକ ଜମକରେ ଶୁକ୍ରବାର ପାଳନ କରିଛନ୍ତି ସେଠାରେ ରହୁଥିବା ପ୍ରବାସୀ ଓଡିଆ। ଏଆଇ ବର୍ଷା ପଣ୍ଡ ପାର୍କରେ ଅନୁଷ୍ଠିତ ଏହି ଗୋଟିଏ ଦିନ ବ୍ୟାପି କାର୍ଯ୍ୟକ୍ରମରେ ଭାଗ ନେଇଥିବା ବ୍ୟକ୍ତି ଓ ପରିବାରର ସଦସ୍ୟ ମାନେ ସମ୍ବଲପୁରୀ ବସ୍ତ୍ର ପରିଧାନ କରିଥିଲେ ଓ ପଶ୍ଚିମ ଓଡିଶାର ଲୋକପ୍ରିୟ ପାରମ୍ପରିକ … Read more