• Skip to primary navigation
  • Skip to main content
  • Skip to primary sidebar
  • ଯୋଗାଯୋଗ
  • ଆମ ସମ୍ପର୍କରେ
    • ଓଡିଆ ଶିକ୍ଷା
  • କପି ରାଇଟ
  • କ୍ୟାରିୟର
  • ବିଜ୍ଞାପନ ନିୟମ
  • ଲେଖକଙ୍କ ପାଇଁ
  • ଓଡିଶା ଡଟ୍ କମ ଘୋଷଣାନାମା
  • ଓଡିଆ ୱେବସାଇଟ
  • ଆମ ବିଜ୍ଞାପନଦାତା

Odisha.com

Connecting Odias

  • ପ୍ରବାସୀ ଓଡିଆ
    • ମନୋରଞ୍ଜନ
    • ଶିକ୍ଷା
    • ଖେଳ
    • ସାହିତ୍ୟ
  • ସାକ୍ଷାତକାର
  • ଅର୍ଥ-ବ୍ୟବସାୟ
  • ରାଜନୀତି
  • ଆମ ସମ୍ପର୍କରେ
    • ବିଜ୍ଞାପନ ନିୟମ
      • ଆମ ବିଜ୍ଞାପନଦାତା
      • ଲେଖକଙ୍କ ପାଇଁ
      • ଚିଠିପତ୍ର
      • ଯୋଗାଯୋଗ
  • ଆମ ରୋସେଇ ଘରୁ

ସାତକୋଶିଆ

ସାତକୋଶିଆରେ ହେଲିକ୍ୟାପ୍ଟର ଉଡ଼ାଣ, ନବୀନଙ୍କୁ ରମେଶଙ୍କ ପତ୍ର

December 19, 2010 by ଓଡିଶା ଡଟ କମ Leave a Comment

ଓଡ଼ିଶା ଡ଼ଟ୍ କମ୍ ସମ୍ବାଦଦାତା

ଭୁବନେଶ୍ୱର, ଡ଼ିସେମ୍ବର ୧୯(ଓଡ଼ିଶା ଡ଼ଟ୍ କମ୍) ସାତକୋଶିଆ ଅଭୟାରଣ୍ୟରେ ବିଜେଡ଼ି ସାଂସଦ ବୈଜୟନ୍ତ ପଣ୍ଡାଙ୍କ ହେଲିକ୍ୟାପ୍ଟର ଉଡ଼ାଣ ନେଇ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଜୟରାମ ରମେଶ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ।

ବନ୍ୟଜନ୍ତୁ ସଂରକ୍ଷଣ ଆଇନ ଅନୁଯାୟୀ ଏହା ଏକ ଅପରାଧ ହୋଇଥିବାରୁ ଏ ସଂର୍ପରେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ସେ ଶନିବାର ଦେଇଥିବା ଚିଠିରେ ପରାମର୍ଶ ଦେଇଛନ୍ତି ।

ଅଭୟାରଣ୍ୟରେ କମ୍ ଉଚ୍ଚରେ ହେଲିକ୍ୟାପ୍ଟର ଉଡ଼ାଣ ବନ୍ୟଜନ୍ତୁଙ୍କ ପ୍ରତି ବିପଦ ସୃଷ୍ଟି କରୁଛି । ଏହା ବ୍ୟତୀତ ସାତକୋଶିଆ ଅଭୟାରଣ୍ୟ ଭିତରେ ପର୍ଯ୍ୟଟନ କେନ୍ଦ୍ର ରହିଥିବା ସଂପର୍କରେ ମଧ୍ୟ ସେ ଦୃଷ୍ଟି ଆକର୍ଷଣ କରିଛନ୍ତି ।

ବାଘ ଓ ଅନ୍ୟ ବନ୍ୟଜନ୍ତୁଙ୍କ ସୁରକ୍ଷା ପାଇଁ ଅଭୟାରଣ୍ୟରେ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏଥିପାଇଁ ବନ୍ୟଜନ୍ତୁ ସଂରକ୍ଷଣ ଆଇନ ୧୯୭୨ରେ ସଂଶୋଧନ କରାଯାଇଛି ବୋଲି ସେ କହିଛନ୍ତି ।

ଏସଂପର୍କରେ ପଦକ୍ଷେପ ଗ୍ରହଣ କରିବାକୁ ରମେଶ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ପ୍ରଫୁଲ୍ଲ ପଟେଲଙ୍କୁ ମଧ୍ୟ ଚିଠି ଲେଖି ଜଣାଇଛନ୍ତି ।

ଓଡ଼ିଶା ଡ଼ଟ୍ କମ୍

ଓଡିଶା ଡଟ କମ
ଓଡିଶା ଡଟ କମ

Filed Under: ମୁଖ୍ୟ ଖବର Tagged With: ଜଙ୍ଗଲ ଓ ପରିବେଶ, ମୁଖ୍ୟ ଖବର, ସାତକୋଶିଆ

Primary Sidebar

ଆଖ ପାଖ ଖବର ପାଇଁ ଡାଉନଲୋଡ କରନ୍ତୁ

Odisha Local Logo

Tags

ଅପରାଧ ଆଦିବାସୀ ଓଡିଶା ଓଡ଼ିଶା ଖବର କଂଗ୍ରେସ କଟକ କନ୍ଧମାଳ କେନ୍ଦ୍ର ସରକାର କୋରାପୁଟ ଗଣମାଧ୍ୟମ ଛାତ୍ରଛାତ୍ରୀ ଜଗତସିଂହପୁର ଜିଲ୍ଲାପାଳ ନବ କଳେବର ନାଲକୋ ନିର୍ବାଚନ ପର୍ଯ୍ୟଟକ ପଶ୍ଚିମ ଓଡ଼ିଶା ପିପିଲି ପୁରୀ ପୋଲିସ ପୋସ୍କୋ ଫୁଲବାଣୀ ବରଗଡ଼ ବିଜେପି ବିଜେଡ଼ି ବିଧାନସଭା ବିଧାୟକ ଭଦ୍ରକ ଭୁବନେଶ୍ୱର ମାଓବାଦୀ ମାଲକାନଗିରି ମୁଖ୍ୟ ଖବର ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ରାଜନୀତି ରାଜ୍ୟ ସରକାର ଶିକ୍ଷା ସମ୍ବଲପୁର ସରକାର ସାକ୍ଷାତକାର ସାମ୍ବାଦିକ ସମ୍ମିଳନୀ ସ୍ୱାସ୍ଥ୍ୟ ହାଇକୋର୍ଟ